Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସିଡିଏସ ଜେନେରାଲ ବିପିନ ରାୱତଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ, ଗିରଫ ହେଲା ଅଭିଯୁକ୍ତ
ଅପରାଧ

ସିଡିଏସ ଜେନେରାଲ ବିପିନ ରାୱତଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ, ଗିରଫ ହେଲା ଅଭିଯୁକ୍ତ

December 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅହମ୍ମଦାବାଦ: ସିଡିଏସ ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁକୁ ନେଇ ସୋସିଆଲ ମିଡିଆରେ ଜଣେ ବ୍ୟକ୍ତି ଅପମାନଜନକ ମନ୍ତବ୍ୟ ଦେଇଛନ୍ତି। ଗୁଜୁରାଟରେ ୪୪ ବର୍ଷ ବୟସ୍କ ଜଣେ ବ୍ୟକ୍ତି ଏଭଳି ଅପମାନଜନକ ମନ୍ତବ୍ୟ ଦେଇଛନ୍ତି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଜଣଙ୍କ ଫେସବୁକରେ ଏହି ମନ୍ତବ୍ୟ ଦେଇଛନ୍ତି, ଏହା ପରେ ଅହମ୍ମଦାବାଦ ସାଇବର କ୍ରାଇମ ସେଲ ଗୁରୁବାର ତାଙ୍କୁ ଗିରଫ କରିଛି। ତେବେ ପୁରୁଣା ପୋଷ୍ଟ ଯୋଗୁଁ ତାଙ୍କୁ ଗିରଫ କରାଯାଇଥିବା ପୋଲିସ ସ୍ପଷ୍ଟ କରିଛି। କିନ୍ତୁ ତାଙ୍କର ନୂତନ ମନ୍ତବ୍ୟ ଦେବା ପରେ ଏହା ସାମ୍ନାକୁ ଆସିଛି।

ସାଇବର କ୍ରାଇମ ସେଲରୁ ପ୍ରକାଶ ଯେ, ଅଭିଯୁକ୍ତଜଣଙ୍କ ଗୁଜୁରାଟର ଅମ୍ରେଲି ଜିଲ୍ଲାର ରାଜୁଲା ତାଲୁକର ଭେରାଇ ଗାଁର ବାସିନ୍ଦା ଶିବଭାଇ ରାମ ବୋଲି ଜଣାଯାଇଛି। ପ୍ରକାଶ ଥାଉକି, ଜେନେରାଲ ରାୱତଙ୍କ ବିରୋଧରେ ହୋଇଥିବା ମନ୍ତବ୍ୟ ଉପରେ କିଛି ଉଲ୍ଲେଖ କରାଯାଇ ନାହିଁ।

ଅପମାନଜନକ ମନ୍ତବ୍ୟ ଅହମ୍ମଦାବାଦ ବିପିନ ରାୱତ ସିଡିଏସ
Share. Facebook Twitter LinkedIn Email WhatsApp Copy Link

Related Posts

ମେଟା ସର୍ଭର ଡାଉନ୍: ଠପ୍ ହେଲା ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍

September 21, 2026

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026
Latest News

ମେଟା ସର୍ଭର ଡାଉନ୍: ଠପ୍ ହେଲା ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍

September 21, 2026

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.