Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୁଲୱାମା: ସୁରକ୍ଷା ବାହିନୀର ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ
ଅପରାଧ

ପୁଲୱାମା: ସୁରକ୍ଷା ବାହିନୀର ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

December 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁରକ୍ଷା ବାହିନୀକୁ ବଡ଼ ସଫଳତା
ଜମ୍ମୁ କାଶ୍ମୀରରେ ସେନା ଏବଂ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର: ରବିବାର ଦିନ ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଛି। ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ଉପରେ ସୁରକ୍ଷା ବାହିନୀ ଏକ ଅପରେସନ୍ ଆରମ୍ଭ କରିଥିଲା। ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହାର ପ୍ରତିଶୋଧ ନେବାକୁ ସୁରକ୍ଷା ବାହିନୀ ମଧ୍ୟ ପ୍ରତି ଆକ୍ରମଣ କରିଥିଲା। ଯେଉଁଥିରେ ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ସୁରକ୍ଷା ବାହିନୀର ଅପରେସନ ଜାରି ରହିଛି।

ନିହତ ଆତଙ୍କବାଦୀଙ୍କ ପରିଚୟ ଏବଂ ସେ କେଉଁ ଆତଙ୍କବାଦୀ ସଂଗଠନର ସହ ଜଡିତ, ତାହାର ଅନୁସନ୍ଧାନ ଜାରି ରହିଛି।

ଆତଙ୍କବାଦୀ ନିହତ ଗୁଳିବିନିମୟ ପୁଲୱାମା ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Latest News

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.