Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ଟଳିଲେ ୬ ନକ୍ସଲ
ଅପରାଧ

ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ଟଳିଲେ ୬ ନକ୍ସଲ

December 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନକ୍ସଲ ମୁକ୍ତ ଭାରତ
ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ: ତେଲେଙ୍ଗାନା ଏବଂ ଛତିଶଗଡ ସୀମାରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଯେଉଁଥିରେ ୬ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ତେଲେଙ୍ଗାନାର ଗ୍ରେହାଉଣ୍ଡ ସୈନିକମାନେ ଅପରେସନ୍ ପାଇଁ ବାହାରକୁ ଯାଇଥିଲେ। ଏହା ପରେ ନକ୍ସଲମାନଙ୍କ ସହିତ ସେମାନଙ୍କର ଗୁଳିବିନିମୟ ହୋଇଥିଲା।

୬ ଜଣ ନକ୍ସଲଙ୍କ ମୃତଦେହ ବ୍ୟତୀତ ଏନକାଉଣ୍ଟର ସ୍ଥାନରୁ ଅନେକ ଅସ୍ତ୍ରଶସ୍ତ୍ର ମଧ୍ୟ ଉଦ୍ଧାର କରାଯାଇଛି। ତେଲେଙ୍ଗାନାର କୋତ୍ତାଗୁଡାମ ଏସପି ସୁନୀଲ ଦତ୍ତଙ୍କ ନେତୃତ୍ୱରେ ଏହି ଅପରେସନ୍ କରାଯାଇଥିଲା। ସେହି ସ୍ଥାନରେ ନିରନ୍ତର ସର୍ଚ୍ଚ ଅପରେସନ୍ ଚାଲିଛି।

ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026
Latest News

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026

ବାଙ୍କିପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀଙ୍କ ବିରୋଧରେ କୋର୍ଟ ଯିବ ଆରଜେଡି: ବାତିଲ ହେବ କି ନାମାଙ୍କନ?

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.