Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁରରେ ଏସଟିଏଫ ଚଢ଼ାଉ: ଚିତ୍ତାବାଘ ଛାଲ ଜବତ, ଅଭିଯୁକ୍ତ ଗିରଫ
ଅପରାଧ

ବାଣପୁରରେ ଏସଟିଏଫ ଚଢ଼ାଉ: ଚିତ୍ତାବାଘ ଛାଲ ଜବତ, ଅଭିଯୁକ୍ତ ଗିରଫ

December 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ଅଞ୍ଚଳରେ ଗତକାଲି ଏସଟିଏଫ ଚଢ଼ାଉ କରି ବେଆଇନ ଚିତ୍ତାବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି।  ଗିରଫ ଅଭିଯୁକ୍ତ ଜଣକ ହେଲେ ପଦ୍ମପୁର ଗ୍ରାମର ରତ୍ନାକର ସାହୁ। ରତ୍ନାକରଙ୍କ ଘରେ ଏସଟିଏଫ ଚଢ଼ାଉ କରି ତାଙ୍କ ପାଖରୁ ଏକ ଚିତ୍ତା ବାଘ ଛାଲ ଜବତ କରିଛି।

ତେବେ ରତ୍ନାକର ବେଆଇନ ଭାବେ ବନ୍ୟଜନ୍ତୁ ଶିକାରୀଙ୍କ ଠାରୁ ଉକ୍ତ ଛାଲ କିଣି ବେପାର ଉଦ୍ଦେଶ୍ୟରେ ରଖିଥିବା ଜଣାପଡିଛି। ଏସଂକ୍ରାନ୍ତରେ ଏସଟିଏଫ ଥାନା କେସ ନମ୍ବର ୩୮/୨୧ ରେ ଏକ ମାମଲା ରୁଜୁ କରାଯାଇ ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବାର ଜଣାପଡିଛି। ତେବେ ଜବତ ଚିତ୍ତାବାଘ ଚମଡାକୁ ଦେହରାଦୁନ ସ୍ଥିତ ଭାରତୀୟ ବନ୍ୟପ୍ରାଣୀ ଅନୁଷ୍ଠାନକୁ ରାସାୟନିକ ପରୀକ୍ଷା ନିମନ୍ତେ ଏସଟିଏଫ ପଠାଇବ ବୋଲି ଜଣାପଡିଛି।

ଉକ୍ତ ଚଢ଼ାଉରେ ଏସଟିଏଫ ଇନ୍ସପେକ୍ଟର ଜିତୁ ମୋହନ ବେସ୍ରା, ଏଏସଆଇ ଶରତ ବେହେରା, ଦୁଷ୍ମନ୍ତ ମହାନ୍ତି ଏବଂ ଅନ୍ୟ କର୍ମଚାରୀ ମାନେ ସାମିଲ ଥିଲେ।

ଅଭିଯୁକ୍ତ ଗିରଫ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Latest News

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଆଇଏସଆଇ-ସମର୍ଥିତ ‘ଶହଜାଦ ଭଟ୍ଟି ନେଟୱର୍କ’ ଧ୍ୱଂସ: ୨୦୦ରୁ ଅଧିକ ଗିରଫ

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.