Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଲକ୍ଷ୍ମୀପୁର ମାମଲାରେ ୫୦୦୦ ପୃଷ୍ଠାର ଚାର୍ଜସିଟ ଦାଖଲ କଲା ଏସଆଇଟି, ଗୃହମନ୍ତ୍ରୀଙ୍କ ପୁଅ ମୁଖ୍ୟ ଅଭିଯୁକ୍ତ
ଅପରାଧ

ଲକ୍ଷ୍ମୀପୁର ମାମଲାରେ ୫୦୦୦ ପୃଷ୍ଠାର ଚାର୍ଜସିଟ ଦାଖଲ କଲା ଏସଆଇଟି, ଗୃହମନ୍ତ୍ରୀଙ୍କ ପୁଅ ମୁଖ୍ୟ ଅଭିଯୁକ୍ତ

January 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲକ୍ଷ୍ନୌ: ଲକ୍ଷ୍ମୀପୁର ହିଂସା ମାମଲାରେ ଏସଆଇଟି ଚାର୍ଜସିଟ ଦାଖଲ କରିଛି। ଏହି ୫୦୦୦ ପୃଷ୍ଠାର ଚାର୍ଜସିଟରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରଙ୍କୁ ମୁଖ୍ୟ ଅଭିଯୁକ୍ତ କରାଯାଇଛି। ଏସଆଇଟି ଏହି ଚାର୍ଜସିଟ୍ ସିଜେଏମ୍ କୋର୍ଟରେ ଦାଖଲ କରିଛି। ଆଶିଷ ମିଶ୍ରଙ୍କ ସମେତ ୧୬ ଜଣଙ୍କୁ ଅଭିଯୁକ୍ତ କରାଯାଇଛି। ବଡ କଥା ହେଉଛି କେନ୍ଦ୍ର ଗୃହମନ୍ତ୍ରୀ ଅଜୟ ମିଶ୍ର ଟେନିଙ୍କ ଅନ୍ୟ ଜଣେ ଘନିଷ୍ଠ ସହଯୋଗୀ ବିରେନ୍ଦ୍ର ଶୁକ୍ଲାଙ୍କୁ ମଧ୍ୟ ଏହି ଚାର୍ଜସିଟରେ ଅଭିଯୁକ୍ତ କରାଯାଇଛି। ବର୍ତ୍ତମାନ ମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରଙ୍କ ସମେତ ମୋଟ ୧୬ ଜଣ ଅଭିଯୁକ୍ତ ଅଛନ୍ତି।

ଗତ ବର୍ଷ ଅକ୍ଟୋବର ୩ ତାରିଖରେ ଆଶିଷ ମିଶ୍ରଙ୍କ ସମର୍ଥକ ଏବଂ ଚାଷୀଙ୍କ ମଧ୍ୟରେ ସଂଘର୍ଷ ସମୟରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିଲା। ଆଶିଷ ମିଶ୍ରଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କୁ ଅନୁସନ୍ଧାନକାରୀ ହତ୍ୟା ମାମଲାରେ ଅଭିଯୁକ୍ତ କରିଛନ୍ତି। ଚାର୍ଜସିଟ୍ ଅନୁଯାୟୀ, ବିରୋଧ କରୁଥିବା କୃଷକମାନଙ୍କ ଉପରକୁ ଏକ ଯୋଜନାବଦ୍ଧ ଷଡଯନ୍ତ୍ରରେ ସେମାନେ ଜିପ୍ ଏବଂ ଏସୟୁଭି ଚଢାଇ ଦିଆଯାଇଥିଲେ।

ଏସଆଇଟି ମୁଖ୍ୟ ଅଭିଯୁକ୍ତ ଲକ୍ଷ୍ମୀପୁର ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Latest News

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.