Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବେଆଇନ ପଥର ଖଣିରେ ଚଢାଉ କଲା ଚାନ୍ଦପୁର ପୋଲିସ୍: ଜେସିବି, ପଥର କଟା ମେସିନ ସମେତ ୩ ଗିରଫ
ଅପରାଧ

ବେଆଇନ ପଥର ଖଣିରେ ଚଢାଉ କଲା ଚାନ୍ଦପୁର ପୋଲିସ୍: ଜେସିବି, ପଥର କଟା ମେସିନ ସମେତ ୩ ଗିରଫ

January 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାନ୍ଦପୁର: ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅନ୍ତର୍ଗତ ପଟିଆ ଅଞ୍ଚଳରେ ଏକ ବେଆଇନ ପଥର ଖଣିରୁ ଶହ ଶହ ମାଙ୍କଡା ପଥର ଲୁଟ ହେଉଥିବାର ଅଭିଯୋଗ ହୋଇଆସୁଥିଲା।  ଏହାକୁ ଗୁରୁତର ସହ ନେଇ ଆଜି ଚାନ୍ଦପୁର ଆଇଆଇସି ରଶ୍ମିରଂଜନ ଦାସ ଏବଂ ଏସଆଇ ଅଞ୍ଜଳି ଶା’ ଙ୍କ ଦ୍ୱାରା ଏକ ଟିମ ଗଠନ କରାଯାଇ ଉକ୍ତ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା।  ଚଢ଼ାଉ ସମୟରେ ପୋଲିସ ଗୋଟିଏ ଜେସିବି ମେସିନ ଓ ଗୋଟିଏ ପଥର କଟା ମେସିନ ଜବତ କରିଛି ଯାହାର ସମୁଦାୟ ମୂଲ୍ୟ ୩୭ ଲକ୍ଷ ଟଙ୍କା ହେବ।

ସେହିପରି ଭାବେ ପୋଲିସ ଉକ୍ତ ବେଆଇନ ଖଣି ମାଲିକ, ଜେସିବି ମାଲିକ ଏବଂ ସହଯୋଗୀ ଆଦି ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସମସ୍ତ ଅଭିଯୁକ୍ତ ବଡ଼ପାରି ଅଞ୍ଚଳର ବୋଲି ଜଣାପଡିଛି।

ଚାନ୍ଦପୁର ପୋଲିସ୍ ବେଆଇନ ପଥର ଖଣି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ଆଜି ମାର୍ଚ୍ଚ ୨୫ ତାରିଖ ବୁଧବାର ଦିନ ଏହି ରାଶିଗୁଡିକୁ ମିଳିବ ଶୁଭ ଖବର

March 25, 2026

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026
Latest News

ରାଜ୍ୟଗୁଡ଼ିକୁ ବାଣିଜ୍ୟିକ ଏଲପିଜିର ୫୦% ଆବଣ୍ଟନ: ପ୍ରବାସୀ ଶ୍ରମିକଙ୍କୁ ପ୍ରାଥମିକତା

March 25, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ଆଜି ମାର୍ଚ୍ଚ ୨୫ ତାରିଖ ବୁଧବାର ଦିନ ଏହି ରାଶିଗୁଡିକୁ ମିଳିବ ଶୁଭ ଖବର

March 25, 2026

ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 24, 2026

ସିମଲାସ୍ଥିତ କେନ୍ଦ୍ରୀୟ ଆଳୁ ଗବେଷଣା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.