Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗ: ରାମେଶ୍ୱର ଛକରୁ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଙ୍ଗି ଅବକାରୀ ବିଭାଗ
ଅପରାଧ

ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗ: ରାମେଶ୍ୱର ଛକରୁ ଅଭିଯୁକ୍ତଙ୍କୁ ବାନ୍ଧିଲା ଟାଙ୍ଗି ଅବକାରୀ ବିଭାଗ

January 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଗଞ୍ଜେଇ ଚୋରା ଚାଲାଣ କରିବା ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱର ଛକରୁ ଉକ୍ତ ଅଭିଯୁକ୍ତଙ୍କୁ ଟାଙ୍ଗୀ ଅବକାରୀ ବିଭାଗ ଗିରଫ କରିଛି।

ଖବର ମୁତାବକ ଆଜି ସକାଳେ ରାମେଶ୍ୱର ଛକରେ ଜଣେ ଗଞ୍ଜେଇ ବେପାରୀ ଗଞ୍ଜେଇ ନେଇ ପୁରି ଅଭିମୁଖେ ଯାଉଥିବାର ଟାଙ୍ଗୀ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ ଖବର ପାଇଥିଲେ। ସଙ୍ଗେ ସଙ୍ଗେ ଟାଙ୍ଗୀ ଅବକାରି ସବ ଇନ୍ସପେକ୍ଟର ସୁନିତା ଦଳେଇଙ୍କ ସହ ସମ୍ପୃକ୍ତ ସ୍ଥାନରେ ଚଢ଼ାଉ କରି କନ୍ଧମାଳ ଜିଲ୍ଲା କାଲିମୁଣ୍ଡା ଅଞ୍ଚଳର ଜନେକ ଦିଗଲ ନାମକ ଅଭିଯୁକ୍ତଙ୍କୁ ଶ୍ରୀ ପ୍ରଧାନ ଗିରଫ କରିଥିଲେ। ତାଙ୍କ ନିକଟରୁ ୮ କେଜି ଗଞ୍ଜେଇ ଜବତ କରାଯାଇଛି। ଯାହାର ଆନୁମାନିକ ମୂଲ୍ୟ ୮୦ ହଜାର ହେବ ବୋଲି ଜଣାପଡିଛି।

ଗିରଫ ଅଭିଯୁକ୍ତଙ୍କ ବିରୋଧରେ ୨୦ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ପିଆର ନମ୍ବର ୯୦/୨୧-୨୨ ରେ ଏକ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚଲାଣ କରାଯାଇଛି।

ରାମେଶ୍ୱର ଛକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026
Latest News

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

‘ସବ୍‌କା ସାଥ୍‌ ସବ୍‌କା ବିକାଶ-ଲୋକଙ୍କ ଆକାଂକ୍ଷା ପୂରଣ’ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026

ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ?

March 10, 2026

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.