Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅଶ୍ଳୀଳ ମନ୍ତବ୍ୟ ମାମଲାରେ ଅଭିନେତ୍ରୀ ଶ୍ୱେତା ତିୱାରୀଙ୍କ ବିରୋଧରେ ଏଫ୍ଆଇଆର୍ ରୁଜ୍ଜୁ
ଅପରାଧ

ଅଶ୍ଳୀଳ ମନ୍ତବ୍ୟ ମାମଲାରେ ଅଭିନେତ୍ରୀ ଶ୍ୱେତା ତିୱାରୀଙ୍କ ବିରୋଧରେ ଏଫ୍ଆଇଆର୍ ରୁଜ୍ଜୁ

January 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୋପାଳ: ୱେବ୍ ସିରିଜ୍ ଶୋଷ୍ଟପର୍ ସୁଟିଂ ପାଇଁ ଭୋପାଳରେ ପହଞ୍ଚିଥିବା ଅଭିନେତ୍ରୀ ଶ୍ୱେତା ତିୱାରୀଙ୍କ ବିରୋଧରେ ଅଶ୍ଳୀଳ ମନ୍ତବ୍ୟ ଦେଇଥିବାରୁ ଶ୍ୟାମଲା ହିଲ୍ସ ପୋଲିସ୍ ଷ୍ଟେସନରେ ଏକ ଏଫ୍ଆଇଆର୍ ପଞ୍ଜିକରଣ କରାଯାଇଛି। ଆଜି ପୋଲିସ ତାଙ୍କ ସନ୍ଧାନରେ ସମ୍ଭାବ୍ୟ ସ୍ଥାନରେ ପହଞ୍ଚିବ, ଏହି ପ୍ରସଙ୍ଗରେ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ଏଥିରେ ହସ୍ତକ୍ଷେପ କରି ଭୋପାଳ ପୋଲିସ କମିଶନରଙ୍କଠାରୁ ରିପୋର୍ଟ ମାଗିଛନ୍ତି।

ଶ୍ୟାମାଲା ହିଲ୍ସ ପୋଲିସ ଷ୍ଟେସନର ସବ-ଇନ୍ସପେକ୍ଟର ରବିନ୍ଦ୍ର ସିଂ କହିଛନ୍ତି ଯେ, ଗଣମାଧ୍ୟମ ସହ ଆଲୋଚନା ବେଳେ ଶ୍ୱେତା ତିୱାରୀ ଏକ ଆପତ୍ତିଜନକ ବିବୃତ୍ତି ଦେଇଛନ୍ତି। ସେ କହିଥିଲେ ଯେ, “ଭଗବାନ ମୋ ବ୍ରା ର ଆକାର ନେଉଛନ୍ତି” । ଏଭଳି ବୟାନକୁ ନେଇ ପିର ଗେଟ୍ ଭୋପାଳର ବାସିନ୍ଦା ସୋନୁ ପ୍ରଜାପତ ଶ୍ୟାମଲା ହିଲ୍ସ ପୋଲିସ ଷ୍ଟେସନରେ ଅଭିଯୋଗ ପରେ ଧାରା ୨୯୫ଏ ଅନୁଯାୟୀ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଧାର୍ମିକ ଭାବନାକୁ ଆଘାତ କରୁଥିବା ଏପରି ଅଭିଯୁକ୍ତଙ୍କ ଉପରେ ଏହି ଧାରା ଲାଗୁ କରାଯାଇଛି।

ସବ୍-ଇନ୍ସପେକ୍ଟର କହିଛନ୍ତି ଯେ, ଅପରାହ୍ନ ୨ ଟାରେ ଏକ ଏଫ୍ଆଇଆର୍ ପଞ୍ଜିକୃତ ହୋଇଛି। ଆଜି ଶ୍ୱେତା ତିୱାରୀଙ୍କୁ ଖୋଜାଖୋଜି କରାଯିବ। ସେ କହିଛନ୍ତି ଯେ, ଏହା ଏକ ଜାମିନଯୋଗ୍ୟ ଅପରାଧ। କିନ୍ତୁ ଯଦି ଅଭିଯୁକ୍ତଙ୍କ ବିରୋଧରେ ଅପରାଧ କୋର୍ଟରେ ପ୍ରମାଣିତ ହୁଏ, ତେବେ ତାଙ୍କୁ ୩ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ସହ ଜୋରିମାନା କରାଯାଇପାରେ।

ଅଶ୍ଳୀଳ ମନ୍ତବ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Latest News

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.