Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ସଫା ହେଲା ଆତଙ୍କବାଦୀ: ସାମରିକ କାର୍ଯ୍ୟାନୁଷ୍ଠାନ ଜାରି
ଅପରାଧ

ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ସଫା ହେଲା ଆତଙ୍କବାଦୀ: ସାମରିକ କାର୍ଯ୍ୟାନୁଷ୍ଠାନ ଜାରି

February 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁରକ୍ଷା ବାହିନୀକୁ ବଡ଼ ସଫଳତା
ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

ଶ୍ରୀନଗର: ଜମ୍ମୁ କାଶ୍ମୀରର ଶୋପିଆନ୍ ଜିଲ୍ଲାର ନଦୀଗାମ ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏକ ଏନକାଉଣ୍ଟର ଆରମ୍ଭ ହୋଇଛି। ଜମ୍ମୁ କାଶ୍ମୀର ପୋଲିସର ସୂତ୍ର ଅନୁଯାୟୀ ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଛି ଏବଂ ଅନ୍ୟ ଆତଙ୍କବାଦୀଙ୍କ ବିରୋଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଜାରି ରହିଛି।

ସୁରକ୍ଷା ବାହିନୀ ଦ୍ୱାରା ହତ୍ୟା କରାଯାଇଥିବା ଆତଙ୍କବାଦୀର ପରିଚୟ ସମ୍ପର୍କରେ ପୋଲିସକୌଣସି ସୂଚନା ସେୟାର କରିନାହିଁ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳେ ଜମ୍ମୁ କାଶ୍ମୀର ପୋଲିସ ଏବଂ କେନ୍ଦ୍ରୀୟ ସୁରକ୍ଷା ବାହିନୀର ଯବାନମାନେ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା।

ଆତଙ୍କବାଦୀ ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.