Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ଅଜଣା ବ୍ୟକ୍ତିଙ୍କ ମୃତ ଦେହ ପୋତା ହୋଇଥିବା ଗୁଜବ, ଗ୍ରାମରେ ଭୟର ବାତାବରଣ
ଅପରାଧ

ବାଣପୁର: ଅଜଣା ବ୍ୟକ୍ତିଙ୍କ ମୃତ ଦେହ ପୋତା ହୋଇଥିବା ଗୁଜବ, ଗ୍ରାମରେ ଭୟର ବାତାବରଣ

February 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶନି ମନ୍ଦିର ନିକଟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମନ୍ଦିର ନିକଟସ୍ଥ ପାଣି ଟାଙ୍କି ନିକଟରେ ଥିବା ଖୋଲା ପଡିଆରେ କୌଣସି ଏକ ବ୍ୟକ୍ତିଙ୍କ ମୃତ ଦେହ ପୋତା ଯାଇଥିବାର ଗୁଜବ ସୃଷ୍ଟି ହୋଇଛି। ବର୍ତ୍ତମାନ ଘଟଣାସ୍ଥଳରେ ଶହ ଶହ ଜନସାଧାରଣ ରୁଣ୍ଡ ହୋଇଛନ୍ତି।

ଗତକାଲି ରାତିରେ ଜେସିବି ମେସିନ ଦ୍ୱାରା ଏହି ମୃତଦେହଟିକୁ ପୋତାଯାଇଥିବା କୁହାଯାଉଛି। ତେବେ କିଏ ସେଠାରେ ଶବ ପୋତିଲା ଏବଂ କଣ ପାଇଁ ପୋତିଲା ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କିନ୍ତୁ ମାଟି ପୋତାଯାଇଥିବା ସ୍ଥାନକୁ ଖୋଳିବା ପରେ ପ୍ରକୃତ ଘଟଣା ଜଣାପଡିବ ବୋଲି ସ୍ଥାନୀୟ ଲୋକେ କହୁଛନ୍ତି।

ସେପଟେ ବାଲେଡିହ ଗ୍ରାମବାସୀମାନେ ଉକ୍ତ ଘଟଣାକୁ ତୀବ୍ର ବିରୋଧ କରିବା ସହ ଏହାର ଯଥାଶୀଘ୍ର ତଦନ୍ତ ଦାବିରେ ବର୍ତ୍ତମାନ ରାସ୍ତା ଅବରୋଧ କରିଥିବାର ଦେଖାଯାଇଛି। ତେବେ ତ୍ରୀସ୍ତରୀୟ ନିର୍ବାଚନ ପାଖେଇ ଆସୁଥିବା ବେଳେ ବର୍ତ୍ତମାନ ଏହି ଘଟଣାକୁ ଦେଖି ଗ୍ରାମରେ ଭୟର ବାତାବରଣ ସୃଷ୍ଟି ହୋଇଛି।

ଅଜଣା ବ୍ୟକ୍ତି ବାଣପୁର ଭୟର ବାତାବରଣ ମୃତ ଦେହ
Share. Facebook Twitter LinkedIn Email WhatsApp Copy Link

Related Posts

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026
Latest News

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026

ବଜେଟ୍ ପୂର୍ବରୁ ବଡ଼ ଝଟକା: ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ

February 1, 2026

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.