Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବ୍ରହ୍ମପୁର: ୪୦ କେଜିରୁ ଉର୍ଦ୍ଧ୍ଵ ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ
ଅପରାଧ

ବ୍ରହ୍ମପୁର: ୪୦ କେଜିରୁ ଉର୍ଦ୍ଧ୍ଵ ଗଞ୍ଜେଇ ଜବତ, ଅଭିଯୁକ୍ତ ଗିରଫ

February 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଛତ୍ରପୁର ଷ୍ଟେସନ ନିକଟରୁ ୪୦ କେଜି ଗଞ୍ଜେଇ ଜବତ ହୋଇଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ନିଜେ ଏହି ଚଢାଉରେ ସାମିଲ ଥିଲେ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ସୂଚନା ଅନୁଯାୟୀ, ଗତକାଲି ପ୍ରାୟ ରାତି ୧୦ ଟା ସମୟରେ ଛତ୍ରପୁର ରେଳଷ୍ଟେସନରୁ ପୁରୀ -ତିରୁପତି ଟ୍ରେନ ଯୋଗେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଖବର ମିଳିଥିଲା। ଏହାପରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶରେ ଛତ୍ରପୁର ଷ୍ଟେସନରେ ଚଢାଉ କରାଯାଇଥିଲା। ଚଢାଉ ବେଳେ ଜଣେ ଯୁବକ ପ୍ରାୟ ୪୦ କେଜିରୁ ଅଧିକ ଗଞ୍ଜେଇ ଚାଲାଣ କରୁଥିଲା। ଯୁବକ ଜଣଙ୍କ ଠାରୁ ଗଞ୍ଜେଇ ଜବତ କରିବା ସହ ତାଙ୍କୁ ଗିରଫ କରାଯାଇଛି।

ଗିରଫ ହୋଇଥିବା ଯୁବକ ବ୍ରହ୍ମପୁର ସହରର ଶୁଭମ୍ ପଟ୍ଟନାୟକ ବୋଲି ସୂଚନା ରହିଛି। ଚଢାଉ ସମୟରେ ଗଞ୍ଜାମ ଜିଲ୍ଲାପାଳଙ୍କ ସହ ତାଙ୍କ ପିଏସଓ, ଛତ୍ରପୁର ତହସିଲଦାର ପ୍ରକାଶ କୁମାର ମିଶ୍ର ଏବଂ ଡ୍ରାଇଭର ଓ ଅବକାରୀ ବିଭାଗର କର୍ମଚାରୀ ମାନେ ସାମିଲ ଥିଲେ। ଜବତ ଗଞ୍ଜେଇ ସୁରଟକୁ ଚାଲାଣ ହେଉଥିବା ଜଣାପଡିଛି।

ଅଭିଯୁକ୍ତ ଗିରଫ ଗଞ୍ଜେଇ ଜବତ ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

କଟକ ମେଡିକାଲ କଲେଜ ଅଗ୍ନିକାଣ୍ଡ ଘଟଣା ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

March 17, 2026

ତିନି ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିଲା କଂଗ୍ରେସ

March 17, 2026

ଓଡ଼ିଶା ପୋଲିସର “ଅପରେସନ ସାଇବର କବଚ”: ୩୭୯ ଅଭିଯୁକ୍ତ ଗିରଫ

March 17, 2026

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.