Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିଏସଏଫ ଯବାନଙ୍କ ମେସରେ ଗୁଳି ବିନିମୟ, ଅଭିଯୁକ୍ତଙ୍କ ସମେତ ପାଞ୍ଚଜଣ ସୈନିକଙ୍କ ମୃତ୍ୟୁ
ଅପରାଧ

ବିଏସଏଫ ଯବାନଙ୍କ ମେସରେ ଗୁଳି ବିନିମୟ, ଅଭିଯୁକ୍ତଙ୍କ ସମେତ ପାଞ୍ଚଜଣ ସୈନିକଙ୍କ ମୃତ୍ୟୁ

March 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅମୃତସର: ପଞ୍ଜାବର ଅମୃତସରରେ ନିୟୋଜିତ ସୀମା ସୁରକ୍ଷା ବଳ (ବିଏସଏଫ) ର ଏକ ମେସରେ ଗୁଳି ବିନିମୟ ହେବାର ଖବର ରହିଛି। ଏହି ଦୁର୍ଘଟଣାରେ ୫ ଜଣ ସୈନିକଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି। ଆହତ ଯବାନଙ୍କ ଅବସ୍ଥା ଚିନ୍ତାଜନକ ରହିଛି। ଏହି ଦୁର୍ଭାଗ୍ୟଜନକ ଘଟଣା ଆଜି ଅମୃତସରର ଖାସା ଠାରେ ଥିବା ୧୪୪ ତମ ବାଟାଲିୟନର ମୁଖ୍ୟାଳୟରେ ଘଟିଥିଲା, ଯେତେବେଳେ କନଷ୍ଟେବଳ ସତ୍ତାପ୍ପା ହଠାତ୍ ଗୁଳି ଚଳାଇଥିଲେ। ଏହି ଘଟଣାରେ ଅଭିଯୁକ୍ତ କନଷ୍ଟେବଳ ସତ୍ତାପ୍ପାଙ୍କ ସମେତ ୫ ଜଣ ସୈନିକ ପ୍ରାଣ ହରାଇଛନ୍ତି।

ଏହି ଘଟଣାରେ ଆହତ ଯବାନଙ୍କ ଅବସ୍ଥା ଗୁରୁତର ରହିଛି ବୋଲି ସୀମା ସୁରକ୍ଷା ବଳର ଅଧିକାରୀ ସୂଚନା ଦେଇଛନ୍ତି। ଗୁଳି ବିନିମୟର କାରଣ ଜାଣିବା ପାଇଁ ଏକ କୋର୍ଟ ଅଫ୍ ଇନକ୍ୱାରୀକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଘଟଣାରେ ମୃତ୍ୟୁବରଣ କରିଥିବା ସୈନିକମାନଙ୍କ ମଧ୍ୟରେ ହେଡ କନଷ୍ଟେବଳ ଡିଏସ ତୋରାସାକର, ହେଡ କନଷ୍ଟେବଳ ବଲଜିନ୍ଦର କୁମାର, କନଷ୍ଟେବଳ ରତନ ଚାନ୍ଦ ମଧ୍ୟ ଅଛନ୍ତି।

ଭାରତ-ପାକିସ୍ଥାନ ଅନ୍ତର୍ଜାତୀୟ ସୀମା ନିକଟ ଅଟ୍ଟାରୀ-ୱାଘା ସୀମାଠାରୁ ପ୍ରାୟ ୨୦ କିଲୋମିଟର ଦୂରରେ ଥିବା ଖାସା ଅଞ୍ଚଳରେ ଥିବା ଫୋର୍ସର ଭୋଜନାଳୟରେ ଏହି ଘଟଣା ଘଟିଛି।

ଅମୃତସର ଗୁଳି ବିନିମୟ ବିଏସଏଫ ଯବାନ
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026
Latest News

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ ଯୋଜନା: ଟାର୍ଗେଟରେ ଚାନ୍ଦନୀ ଚୌକ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.