Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକା ବିଧାୟକଙ୍କ ହିଂସାକୁ ନେଇ କଡା ପ୍ରତିକ୍ରିୟା ରଖିଲା ବିଜେଡ଼ି: କାର୍ଯ୍ୟାନୁଷ୍ଠାନ ପାଇଁ ଦେଲା ସଂକେତ
ଅପରାଧ

ଚିଲିକା ବିଧାୟକଙ୍କ ହିଂସାକୁ ନେଇ କଡା ପ୍ରତିକ୍ରିୟା ରଖିଲା ବିଜେଡ଼ି: କାର୍ଯ୍ୟାନୁଷ୍ଠାନ ପାଇଁ ଦେଲା ସଂକେତ

March 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ହିଂସା ଘଟଣାକୁ ନେଇ ବିଜେଡ଼ି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି। ସାମ୍ବାଦିକ ସମ୍ମିଳନୀରେ ବିଜେଡି ସାଂସଦ ସସ୍ମିତ ପାତ୍ର ଏହି ଘଟଣାକୁ ତୀବ୍ର ନିନ୍ଦା କରିଛନ୍ତି।

ସେ କହିଛନ୍ତି ଯେ, ଚିଲିକା ବିଧାୟକଙ୍କ ଏଭଳି ଘଟଣା ଅତ୍ୟନ୍ତ ଲୋମହର୍ଷଣକାରୀ ଘଟଣା। ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପୂର୍ବରୁ ବିଜେଡ଼ିରୁ ନିଲମ୍ବିତ ହୋଇଛନ୍ତି। ଏଭଳି ବର୍ବରଚିତ କାର୍ଯ୍ୟ ପାଇଁ କେବେ କ୍ଷମା ଦିଆଯିବ ନାହିଁ। ଏଭଳି କାର୍ଯ୍ୟକୁ ଯେତେ ନିନ୍ଦା କଲେ କମ ହେବ ବୋଲି ଡା ସସ୍ମିତ ପାତ୍ର କହିଛନ୍ତି। ଏହି ଘଟଣାର ସଠିକ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ। ଉଚିତ ସମୟରେ ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସ ପ୍ରଶାସନକୁ ବିଜେଡ଼ି ପକ୍ଷରୁ ସ୍ପଷ୍ଟିକରଣ ଦିଆଯାଇଛି।

ବାଣପୁର ବ୍ଲକ ସସ୍ମିତ ପାତ୍ର ସାମ୍ବାଦିକ ସମ୍ମିଳନୀ ହିଂସା ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.