Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ବେଆଇନ ପଥର ଖଣି ଉପରେ ଚଢାଉ, ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ଶିଳ୍ପାଞ୍ଚଳ ଫାଣ୍ଡି ପୋଲିସ
ଅପରାଧ

ଖୋର୍ଦ୍ଧା: ବେଆଇନ ପଥର ଖଣି ଉପରେ ଚଢାଉ, ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ଶିଳ୍ପାଞ୍ଚଳ ଫାଣ୍ଡି ପୋଲିସ

March 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ବେଆଇନ ପଥର ଖଣି ଉପରେ ଆଜି ଶିଳ୍ପାଞ୍ଚଳ ଫାଣ୍ଡି ପୋଲିସ ଚଢାଉ କରିଛି। ଚଢାଉ ବେଳେ ଗୋଟେ ପଥର ବୋଝେଇ ଟ୍ରକ, ଦୁଇ ଗୋଟି ପାୱାର ଟିଲର ସହ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।

ସୂଚନା ଅନୁଯାୟୀ, କୌଣସି ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଆଜି ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ କୁମାରବସ୍ତ ଅଞ୍ଚଳରେ ଚାଲୁଥିବା ଚୋରା ପଥର ଖଣି ଉପରେ ଶିଳ୍ପାଞ୍ଚଳ ଫାଣ୍ଡି ପୋଲିସ ଚଢାଉ କରିଥିଲା। ଚଢାଉ ସମୟରେ ମୁଖ୍ୟ ଅଭିଯୁକ୍ତ ଗଙ୍ଗପଡାର ଶ୍ରୀକାନ୍ତ ଯାଦବଙ୍କୁ ପୋଲିସ ଖଣିରୁ ଗିରଫ କରିଥିଲା।

ଏଥି ସହିତ ଉକ୍ତ ବେଆଇନ ପଥର ଖଣି ମଧ୍ୟରୁ ଗୋଟେ ମାଙ୍କଡା ପଥର ବୋଝେଇ ଟ୍ରକ (ଓଆର -୦୯ଇ -୯୫୩୩), ଦୁଇ ଗୋଟି ପାୱାର ଟିଲର ଏବଂ କିଛି ପଥର କାଟିବା ପାଇଁ ବ୍ୟବହୃତ ଯନ୍ତ୍ରାଂଶ ପୋଲିସ ଜବତ କରିଥିଲା। ଏ ସଂକ୍ରାନ୍ତରେ ଖୋର୍ଦ୍ଧା ଟାଉନ ଥାନାରେ କେସ ନମ୍ବର ୧୩୧/୨୨ ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।

ଖୋର୍ଦ୍ଧା ବେଆଇନ ପଥର ଖଣି ମୁଖ୍ୟ ଅଭିଯୁକ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Latest News

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.