Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପଶ୍ଚିମବଙ୍ଗରେ ଟିଏମସି ନେତାଙ୍କ ଉପରେ ବୋମା ଆକ୍ରମଣ ପରେ ହିଂସାକାଣ୍ଡ: ୧୦ ଜୀବନ୍ତ ଦଗ୍ଧ
ଅପରାଧ

ପଶ୍ଚିମବଙ୍ଗରେ ଟିଏମସି ନେତାଙ୍କ ଉପରେ ବୋମା ଆକ୍ରମଣ ପରେ ହିଂସାକାଣ୍ଡ: ୧୦ ଜୀବନ୍ତ ଦଗ୍ଧ

March 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କୋଲକୋତା: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ଟିଏମସି ନେତାଙ୍କ ହତ୍ୟା ପରେ ଟିଏମସି କର୍ମୀମାନେ କ୍ରୋଧିତ ହୋଇ ଉକ୍ତ ଅଞ୍ଚଳରେ ହିଂସା କରିଥିବା ଅଭିଯୋଗ ହୋଇଛି। ଉତ୍ତ୍ୟକ୍ତ ଜନତା ଘରର ଫାଟକ ବନ୍ଦ କରି ୧୦-୧୨ ଜଣଙ୍କୁ ନିଆଁ ଲଗାଇ ଦେଇଥିବା ଜଣାପଡିଛି। ଅଗ୍ନିକାଣ୍ଡରେ ୧୦ ଜଣ ଲୋକ ଜୀବନ୍ତ ଦଗ୍ଧ ହୋଇଛନ୍ତି।
ବର୍ତ୍ତମାନ ଅଞ୍ଚଳରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ବହୁ ସଂଖ୍ୟକ ଅତିରିକ୍ତ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସ୍ଥାନୀୟ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅନୁସନ୍ଧାନରେ ରାଜନୈତିକ ହିଂସା ହୋଇଥିବା ଅନୁମାନ କରାଯାଉଛି।

ଟିଏମସି ନେତା ପଶ୍ଚିମବଙ୍ଗ ରାଜନୈତିକ ହିଂସା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026
Latest News

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.