Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁ: ବନ୍ଧୁକ ମୁନରେ ୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ, ପୋଲିସର ତଦନ୍ତ ଜାରି
ଅପରାଧ

ବାଲୁଗାଁ: ବନ୍ଧୁକ ମୁନରେ ୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ, ପୋଲିସର ତଦନ୍ତ ଜାରି

March 29, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଦୀର୍ଘ ଦିନ ପରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅଞ୍ଚଳରେ ପୁଣି ଆରମ୍ଭ ହୋଇଛି ଲୁଟ। ଆଜି ଅପରାହ୍ନରେ ବାଲୁଗାଁ ଥାନା ଅନ୍ତର୍ଗତ ଇଂଜନପୁର ଛକ ନିକଟରେ ଏକ ବଡ଼ ଧରଣର ଲୁଟ ହୋଇଥିବାର ଅଭିଯୋଗ ହୋଇଛି। ଜଣେ ବାଇକ ଆରୋହିଙ୍କ ନିକଟରୁ ଲକ୍ଷାଧିକ ଟଙ୍କା ଲୁଟି ନେଇଯାଇଛନ୍ତି ଲୁଟେରା।

ଖବର ମୁତାବକ ଆଜି ଅପରାହ୍ନରେ ବଡକୂଳ ସେବା ସମବାୟ ସମିତିର ସହ ସମ୍ପାଦକ ଭୁବନେଶ୍ୱର ରଥ ମାର୍ଚ୍ଚ ମାସର କୃଷି ଋଣ ପଇସା ପାଖାପାଖି ୭ ଲକ୍ଷ ୨୫ ହଜାର ଟଙ୍କା ଆଦାୟ କରିଥିଲେ। ଆଦାୟ ଟଙ୍କାକୁ ବାଲୁଗାଁ ଚିଲିକା ରୋଡ଼ ସ୍ଥିତ ଖୋର୍ଦ୍ଧା ସମବାୟ ସେବା ସମିତି ବ୍ୟାଙ୍କରେ ଜମା କରିବା ପାଇଁ ଯାଉଥିବା ବେଳେ ଇଂଜନପୁର ଛକ ଗୋବିନ୍ଦ ନଗରଠାରେ ତିନୋଟି ବାଇକରେ ଚାରି ଜଣ ଦୁର୍ବୁତ୍ତ ହଠାତ ଭୁବନେଶ୍ୱରଙ୍କ ନିକଟରେ ଆସି ଡରାଇ ଧମକାଇ ବନ୍ଧୁକ ମୁନରେ ଗାଡ଼ି ଡ଼ିକିରୁ ସମସ୍ତ ଟଙ୍କା, ମୋବାଇଲ ଓ ବ୍ୟାଗ ଲୁଟି ଫେରାର ହୋଇଯାଇଛନ୍ତି। ସ୍ଥାନୀୟ ଅଞ୍ଚଳବାସି ଏହା ଜାଣିଲା ପରେ ପୋଲିସକୁ ଖବର ଦେଇଥିଲେ। ବର୍ତ୍ତମାନ ଘଟଣାସ୍ଥଳରେ ବାଲୁଗାଁ ଏସଡିପିଓଙ୍କ ନିର୍ଦ୍ଦେଶକ୍ରମେ ବାଲୁଗାଁ ଆଇଆଇସି ଓ ନାଭାଲ ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛନ୍ତି।

ବନ୍ଧୁକ ମୁନରେ ଲୁଟ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Latest News

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

୨୦୨୬ -୨୭ ଆର୍ଥିକ ବର୍ଷ ପାଇଁ ୧୨.୨ ଲକ୍ଷ କୋଟି  ଟଙ୍କା ସାର୍ବଜନୀନ ପୁଞ୍ଜି ବ୍ୟୟ ପ୍ରସ୍ତାବିତ

February 1, 2026

କେନ୍ଦ୍ର ବଜେଟ୍ 2026-27 ର ମୁଖ୍ୟାଂଶ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.