Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ, ଯୁବକଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ
ଅପରାଧ

ବାଣପୁର: ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ, ଯୁବକଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

April 6, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ହରିଚନ୍ଦନପୁର ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଯୁବକକୁ ଗ୍ରାମବାସୀମାନେ ଖୁଣ୍ଟରେ ବାନ୍ଧି ଅଟକ ରଖିଥିବାର ଦେଖିବାକୁ ମିଳିଛି।

ଗ୍ରାମବାସୀମାନଙ୍କ ଅଭିଯୋଗ ମୁତାବକ ଆଜି ଅପରାହ୍ନରେ କୁଲେଇ ପଞ୍ଚାୟତର ଜନୈକ ନାବାଳିକା ଗମ୍ଭାରୀମୁଣ୍ଡା ଅଞ୍ଚଳକୁ ଟ୍ୟୁସନ କରିବାକୁ ଯାଉଥିଲେ। ହେଲେ ରାସ୍ତାରୁ ଜଣେ ଯୁବକ ତାଙ୍କୁ ଦୁଷ୍କର୍ମ କରିବା ଉଦ୍ଦେଶ୍ୟରେ ଜୋରଜବରଦସ୍ତ ଉଠାଇ ନେଇଯାଇଥିଲେ। ନାବାଳିକା ଜଣକ ଚିତ୍କାର କରିବାରୁ ସ୍ଥାନୀୟ ଗ୍ରାମବାସୀ ଏକାଠି ହୋଇ ନାବାଳିକାକୁ ଉଦ୍ଧାର କରିଥିଲେ ଏବଂ ସମ୍ପୃକ୍ତ ଯୁବକଙ୍କୁ ଗ୍ରାମ ମଝି ଖୁଣ୍ଟରେ ବାନ୍ଧି ଅଟକ ରଖି ବହେ ଛେଚିଥିଲେ।

ତେବେ ଘଟଣାସ୍ଥଳରେ ନାଚୁଣୀ ଫାଣ୍ଡି ଓ ଗମ୍ଭାରିମୁଣ୍ଡା ବିଟ ହାଉସ ଅଧିକାରୀ ପହଞ୍ଚି ଯୁବକକୁ ଉଦ୍ଧାର କରିବା ସହ ମେଡିକାଲରେ ଭର୍ତ୍ତି କରିଛନ୍ତି। ତଦନ୍ତ ପରେ ଘଟଣାର ପ୍ରକୃତ ରହସ୍ୟ ଜଣାପଡିବ ବୋଲି ପୋଲିସ କହିଛି।

ଦୁଷ୍କର୍ମ ଉଦ୍ୟମ ନାବାଳିକା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Latest News

ନିର୍ମାଣାଧୀନ ପୋଲ ତଳକୁ ଖସି ୨ ଯୁବକଙ୍କ ମୃତ୍ୟୁ

June 15, 2026

ହର୍ମୁଜ୍‌ରୁ ହଟିବ ଅବରୋଧ!, ଆମେରିକା–ଇରାନ ଶାନ୍ତି ଚୁକ୍ତି ଘୋଷଣା କଲେ ଟ୍ରମ୍ପ

June 15, 2026

କାଠଫାଳିଆରେ ପିଟି ବାପାଙ୍କୁ ହତ୍ୟା

June 15, 2026

ସଡ଼କ ସଂଯୋଗର ନୂଆ ଯୁଗ: ବିକଶିତ ଭାରତ ସ୍ୱପ୍ନକୁ ଶକ୍ତି ଯୋଗାଉଛି ରାଜପଥ ପରିବର୍ତ୍ତନ

June 15, 2026

ଆୟୁଷ ମନ୍ତ୍ରଣାଳୟର ଐତିହାସିକ ସଫଳତା: ୟୁଟ୍ୟୁବ୍ ଲାଇଭ୍ ଯୋଗ ପ୍ରସାରଣରେ ଗିନିଜ୍ ବିଶ୍ୱ ରେକର୍ଡ

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.