Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବେଆଇନ ଭାବେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଚାଲିଥିଲା କରତକଳ, ମାଡି ବସିଲା ପୋଲିସ
ଅପରାଧ

ବେଆଇନ ଭାବେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଚାଲିଥିଲା କରତକଳ, ମାଡି ବସିଲା ପୋଲିସ

April 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ବେଆଇନ ଭାବେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଚାଲିଥିଲା କରତକଳ, ମାଡି ବସିଲା ପୋଲିସ

ଭୁବନେଶ୍ବର: ଆଜି ରାଜ୍ୟ ଭିଜିଲାନ୍ସର ଜଙ୍ଗଲ ୱିଙ୍ଗର ଅଧିକାରୀମାନେ ତିନୋଟି କରତକଳକୁ ଜବତ କରିଛନ୍ତି। ସେମାନେ ଦୀର୍ଘଦିନ ଧରି ବେଆଇନ ଭାବେ ଏହି କରତକଳ ଚଳାଇ କାଠ କାଟୁଥିଲେ। ଏହି ଖବର ପାଇଁ ଆଜି ସକାଳୁ ପୋଲିସ ବଳ ସହିତ ଏହି କରତ କଳକୁ ଜବତ କରାଯାଇଛି। ଏପରିକି ସେମାନଙ୍କଠାରୁ 10 ଲକ୍ଷ ଟଙ୍କାର ଶାଗୁଆନ କାଠ ମଧ୍ୟ ଜବତ କରାଯାଇଛି।

ଏହି ତିନୋଟି କରତକଳ ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାର ବୋଲି ଜଣାପଡିଛି। ଭିଜିଲାନ୍ସ ବିଭାଗର ସୂଚନା ଅନୁସାରେ ଦୁଇଟି କରତକଳ ହେଉଛି ଖୋର୍ଦ୍ଧା ଜିଲ୍ଲାର। ବାଲିପାଟଣ ଥାନା ଅଧିନରେ ଥିବା ହିରାପୁରରେ ଏହି ଦୁଇଟି ବେଆଇନ ଭାବେ ଚାଲୁଥିଲା। ସେହିପରି ଅନ୍ୟଟି ହେଉଛି ପୁରୀ ଜିଲ୍ଲା ଗୋପ ଥାନା ଅଦିନରେ ତିବା ଚିତାଲପୁର। ବର୍ତ୍ତମାନ ସୁଦ୍ଧା ସେହି ତିନୋଟି ସ୍ଥାନରେ ଚଢାଉ ଜାରୀ ରହିଥିବାରୁ ସବିଶେଷ ତଥ୍ୟ ମିଳିପାରି ନାହିଁ।

କରତ କଳ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଦହିବରା ଆଳୁଦମ ଦିବସ ପାଳିତ

March 1, 2026

ବଲାଙ୍ଗୀର ଓ ବରଗଡ ହେଲା ନକ୍ସଲ ମୁକ୍ତ ଜିଲ୍ଲା: ଡିଜିପି

March 1, 2026

ପାକିସ୍ତାନ ସୀମାରୁ ୫ କୋଟିର ହେରୋଇନ୍ ଜବତ

March 1, 2026

ପାକିସ୍ତାନ ପରେ ଇରାନରେ ବିଫଳ ହେଲା ଚୀନର ବାୟୁ ପ୍ରତିରକ୍ଷା ପ୍ରଣାଳୀ: କ୍ଷତିଗ୍ରସ୍ତ ହେଲା ଅନେକ ସହର

March 1, 2026
Latest News

ପୁଡୁଚେରୀରେ ୨,୭୦୦ କୋଟିରୁ ଅଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 1, 2026

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଦହିବରା ଆଳୁଦମ ଦିବସ ପାଳିତ

March 1, 2026

ବଲାଙ୍ଗୀର ଓ ବରଗଡ ହେଲା ନକ୍ସଲ ମୁକ୍ତ ଜିଲ୍ଲା: ଡିଜିପି

March 1, 2026

ପାକିସ୍ତାନ ସୀମାରୁ ୫ କୋଟିର ହେରୋଇନ୍ ଜବତ

March 1, 2026

ପାକିସ୍ତାନ ପରେ ଇରାନରେ ବିଫଳ ହେଲା ଚୀନର ବାୟୁ ପ୍ରତିରକ୍ଷା ପ୍ରଣାଳୀ: କ୍ଷତିଗ୍ରସ୍ତ ହେଲା ଅନେକ ସହର

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.