Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭୀମପୁର ସରକାରୀ ଉଚ୍ଚ ବିଦ୍ୟାଳୟରୁ ଚୋରୀ, ଜଣଙ୍କୁ ଅଟକ ରଖିଛି ବାଣପୁର ପୋଲିସ
ଅପରାଧ

ଭୀମପୁର ସରକାରୀ ଉଚ୍ଚ ବିଦ୍ୟାଳୟରୁ ଚୋରୀ, ଜଣଙ୍କୁ ଅଟକ ରଖିଛି ବାଣପୁର ପୋଲିସ

April 9, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବର୍ତ୍ତମାନ ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟ ଜୋରସୋରରେ ଜାରି ରହିଛି। କିନ୍ତୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏହି କାର୍ଯ୍ୟ ଜାରି ରହିଥିବା ବେଳେ ଦୁର୍ବୁତ୍ତମାନେ ଲୁହା କବାଟ ଲୁଟିନେଇଛନ୍ତି।

ସୂଚନା ଥାଉକି ୫-ଟି ଅନ୍ତର୍ଗତ ରୂପାନ୍ତର ଯୋଜନାରେ ବାନାମ୍ବର ସରକାରୀ ଉଚ୍ଚ ବିଦ୍ୟାଳୟ ସାମିଲ ହୋଇଛି। ତେଣୁ ବର୍ତ୍ତମାନ ବିଦ୍ୟାଳୟର ନବୀକରଣ କାର୍ଯ୍ୟ ଜୋରସୋରରେ ଚାଲିଛି। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟରେ ଚାରି ଗୋଟି ପୁରୁଣା କବାଟକୁ ବଦଳାଇ ନୂଆ କବାଟ ବସିଛି। ତେବେ ଉକ୍ତ ପୁରୁଣା କବାଟଗୁଡିକୁ ବିଦ୍ୟାଳୟ ପରିସରରେ ରଖାଯାଇଥିବା ବେଳେ ଗତକାଲି ତାହା ଚୋରି ହୋଇଥିବାର ବିଦ୍ୟାଳୟ କର୍ତ୍ତୃପକ୍ଷ ଜାଣିବାକୁ ପାଇଥିଲେ।  ବିଦ୍ୟାଳୟରେ ରାତ୍ର ଜଗୁଆଳି ନଥିବାରୁ ଏହାର ଫାଇଦା ନେଇ ଦୁର୍ବୁତ୍ତମାନେ ନିକଟ ରାତିରେ ଲୁହା କବାଟ ଲୁଟି ନେଇଛନ୍ତି।

ଏ ନେଇ ବିଦ୍ୟାଳୟ ପକ୍ଷରୁ ବାଣପୁର ଥାନାରେ ଲିଖିତ ଅଭିଯୋଗ କରାଯିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଦେଇଛି। ସଦ୍ୟ ତଥ୍ୟ ଅନୁଯାୟୀ ଉକ୍ତ ଘଟଣାରେ ପୋଲିସ ଜଣକୁ ଅଟକ ରଖିଛି।

ବାଣପୁର ପୋଲିସ ଭୀମପୁର ସରକାରୀ ଉଚ୍ଚ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା!: ଜାତୀୟ ପତାକାକୁ ଅପମାନ କରିଥିବା ଅଭିଯୋଗରେ ମାମଲା ରୁଜୁ

March 12, 2026

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Latest News

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.