Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭୁବନେଶ୍ବରରେ ଏସଟିଏଫ ଓ ପୋଲିସର ମିଳିତ ଚଢ଼ାଉ: ୧୨୮୦ ବୋତଲ ବେଆଇନ କଫ ସିରପ ଜବତ
ଅପରାଧ

ଭୁବନେଶ୍ବରରେ ଏସଟିଏଫ ଓ ପୋଲିସର ମିଳିତ ଚଢ଼ାଉ: ୧୨୮୦ ବୋତଲ ବେଆଇନ କଫ ସିରପ ଜବତ

May 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ବେଆଇନ ଔଷଧ ଚାଲାଣ ବେଳେ ଭୁବନେଶ୍ୱର ବରମୁଣ୍ଡା ବସ ଷ୍ଟାଣ୍ଡ ନିକଟରେ ଏସଟିଏଫ ଓ କମିଶନେରେଟ ପୋଲିସ ମିଳିତ ଚଢ଼ାଉ କରି ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଖବର ମୁତାବକ ବରମୁଣ୍ଡାରେ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ନିଷେଧ ହୋଇଥିବା ଔଷଧ ବହୁ ମାତ୍ରାରେ ଚୋରାଚାଲାଣ ହେଉଥିବାର ଖବର ପାଇଥିଲା ଏସଟିଏଫ। ଏହି ପରିପ୍ରେକ୍ଷୀରେ ଆଜି କମିଶନେରେଟ ପୋଲିସ ଓ ଏସଟିଏଫ ଉକ୍ତ ସ୍ଥାନରେ ମିଳିତ ଚଢ଼ାଉ କରିଥିଲେ।

ଚଢ଼ାଉ ସମୟରେ ଉଭୟ ବିଭାଗ ୧୨୮୦ ବୋତଲ କୋଡିନ ଫସଫେଟ ଏବଂ କ୍ଲୋରୋଫେନାରମିନ ମାଲେଟ ମିଶ୍ରିତ ଥିବା ‘ଏସକଫ’ ନାମକ ବେଆଇନ କଫ ସିରପ, ଗୋଟିଏ ବାଇକ ଏବଂ ଅନ୍ୟାନ୍ୟ ଜିନିଷ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

ଗିରଫ ଅଭିଯୁକ୍ତ ଜଣକ ହେଲେ ପୁରି ଜିଲ୍ଲା ଗୋପ ଥାନା ଅଞ୍ଚଳର ପଦ୍ମଲାଭ ବେହେରା।  ଗିରଫ ଅଭିଯୁକ୍ତଙ୍କ ବିରୋଧରେ ଭରତପୁର ଥାନାରେ କେଶ ନମ୍ବର ୧୮୩/୨୨ ରେ ଏକ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ସୂଚନା ମିଳିଛି।

ଏସଟିଏଫ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.