Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଇକ ଚୋରି ଅଭିଯୋଗରେ ଯୁବକ ଗିରଫ
ଅପରାଧ

ବାଇକ ଚୋରି ଅଭିଯୋଗରେ ଯୁବକ ଗିରଫ

May 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

ଜୁନାଗଡ: କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଣ୍ଡାକୁଟ୍ରା ଗ୍ରାମରୁ ଏକ ବାଇକ ଚୋରି ଅଭିଯୋଗରେ ଜଣେ ଯୁବକ ଗିରଫ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି।

ପୁଲିସ ସୂତ୍ରରୁ ପ୍ରକାଶ ଯେ, ଗତ ୫ ତାରିଖ ରାତିରେ ଜୁନାଗଡ଼ ଥାନା ଅନ୍ତର୍ଗତ ବଣ୍ଡାକୁଟ୍ରା ଗ୍ରାମର ବସନ୍ତ ପାନଙ୍କ ଏକ ହୋଣ୍ଡା ସାଇନ ମୋଟର ସାଇକେଲ ନଂ ଓଡ଼ି ୦୮ ଯେ ୪୯୨୩ ଚୋରିହୋଇଗଲା। ବାଇକ ଚୋରି ହେବା ନେଇ ବସନ୍ତ ପାନ ଜୁନାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ଜୁନାଗଡ଼ ପୁଲିସ ପକ୍ଷରୁ କେଶ ନ. ୨୦୮ ତା ୦୬.୦୫.୨୦୨୨ ଆଇପିସି ଧାରା ୩୭୯ ରେ ଏକ କେଶ ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିଥିଲେ।

ତଦନ୍ତ ବେଳେ ଧର୍ମଗଡ଼ ଥାନା ଅନ୍ତର୍ଗତ ସରଧାପୁର ଗ୍ରାମର ନକୁଳ ବିହାରୀଙ୍କ ପୁଅ ନାଗେଶ୍ୱର ବିହାରୀ(୨୦) ବାଇକ ଚୋରି ନେଇଥିବା ନେଇ ଜଣାପଡିଥିଲା। ଏନେଇ ଗତ ୨୦ ତାରିଖରେ ଚୋରି ଅଭିଯୋଗରେ ପୁଲିସ ନାଗେଶ୍ୱରଙ୍କୁ ଗିରଫ କରିବା ସହ ମୋଟର ସାଇକେଲ କୁ ଉଦ୍ଧାର କରିଥିଲେ। ଆଜି ଅଭିଯୁକ୍ତ ନାଗେଶ୍ୱର ବିହାରୀଙ୍କୁ ପୁଲିସ କୋର୍ଟ ଚାଲାଣ କରିଥିଲେ।

ଜୁନାଗଡ ଥାନା ବାଇକ ଚୋରି ଯୁବକ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026
Latest News

ପୁଲିସ ପେଟ୍ରୋଲିଂ ଗାଡ଼ିକୁ ଆକ୍ରମଣ: କନେଷ୍ଟବଳ ଗୁରୁତର, ୨ ଡ୍ରଗ୍ସ ମାଫିଆ ଗିରଫ

September 13, 2026

ୟୁଏସ୍ ଓପନ୍‌ ଫାଇନାଲ୍‌: ଟାଇଟଲ୍‌ ଲଢ଼େଇରେ ମୁହାଁମୁହିଁ ହେବେ ଜ୍ୱେରେଭ୍‌ ଏବଂ ଶେଲ୍ଟନ୍‌

September 13, 2026

ବ୍ରିକ୍ସରେ ଗର୍ଜିଲା ଇରାନ! ଆମେରିକା-ଇସ୍ରାଏଲକୁ ପେଜେଶକିୟାନଙ୍କ କଡ଼ା ଜବାବ

September 13, 2026

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.