Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୨୧ ବର୍ଷୀୟ ଅଭିନେତ୍ରୀଙ୍କ ମିଳିଲା ମୃତ ଦେହ, ଆତ୍ମହତ୍ୟା ନୋଟ ମଧ୍ୟ ଉଦ୍ଧାର
ଅପରାଧ

୨୧ ବର୍ଷୀୟ ଅଭିନେତ୍ରୀଙ୍କ ମିଳିଲା ମୃତ ଦେହ, ଆତ୍ମହତ୍ୟା ନୋଟ ମଧ୍ୟ ଉଦ୍ଧାର

May 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସିନେମା ଇଣ୍ଡଷ୍ଟ୍ରିରୁ ଏକ ଖରାପ ଖବର ଆସିଛି। ସୂଚନା ଅନୁଯାୟୀ ୨୧ ବର୍ଷିୟା ବଙ୍ଗୀୟ ଅଭିନେତ୍ରୀ ତଥା ମଡେଲ ବିଦିଶା ଦେ ମଜୁମଦାର ଆତ୍ମହତ୍ୟା କରିଛନ୍ତି। ଏହି ଖବର ଆସିବା ପରେ ବଙ୍ଗଳା ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରି ଚକିତ ହୋଇଯାଇଛି।

୨୧ ବର୍ଷ ବୟସ୍କା ଅଭିନେତ୍ରୀ ବିଦିଶାଙ୍କ ମୃତଦେହ ବୁଧବାର ତାଙ୍କ ଫ୍ଲାଟରେ ଝୁଲୁଥିବା ଦେଖିବାକୁ ମିଳିଛି। ଦମଦମ ନାଗରବାଜରରେ ଏକ ଭଡା ଘରେ ବିଦିଶା ରହୁଥିଲେ। ଯେଉଁଠାରେ ସେ ଆତ୍ମହତ୍ୟା କରିଛନ୍ତି। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏବଂ ​​କବାଟ ଭାଙ୍ଗି ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ଅଭିନେତ୍ରୀଙ୍କ ମୃତଦେହ ପଠାଇଛି।

ଯେଉଁ ସ୍ଥାନରୁ ତାଙ୍କର ମୃତଦେହ ମିଳିଥିଲା। ସେଠାରେ ଏକ ଆତ୍ମହତ୍ୟା ନୋଟ ମଧ୍ୟ ମିଳିଥିଲା। ସେ ନିଜକୁ କର୍କଟ ରୋଗରେ ପୀଡିତ ବୋଲି ଏହି ନୋଟରେ ବର୍ଣ୍ଣନା କରିଛନ୍ତି।

ଆତ୍ମହତ୍ୟା ନୋଟ ବଙ୍ଗୀୟ ଅଭିନେତ୍ରୀ ମୃତ ଦେହ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026
Latest News

ଦୁଇ ପୃଥକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ

June 21, 2026

ବାଘ ଛାଲ କାରବାରର ପର୍ଦ୍ଦାଫାସ୍ : ଜଣେ ଗିରଫ

June 21, 2026

ରାଜଧାନୀରେ ପୁଣି ବୁଲିଲା ଖଣ୍ଡା : ଦୋକାନରେ ପଶି ବାପ-ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ

June 21, 2026

ଏପିଇଡିଏ ସହଯୋଗରେ ଓଡ଼ିଶାରୁ ଅଷ୍ଟ୍ରିଆକୁ ପ୍ରଥମ ଥର ଶୁଖିଲା ଅଣ୍ଡା ଗୁଣ୍ଡ ରପ୍ତାନି

June 21, 2026

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.