Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୭ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ଅପରାଧ

୭ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

May 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନଏସି ଅନ୍ତର୍ଗତ କେନ୍ଦୁକଟା ଗ୍ରାମ ନିକଟରୁ ବୁଧବାର ଦିନ ୭ କେଜି ଚୋରା ଚାଲାଣ ହେଉଥିବା ଗଞ୍ଜେଇ ଜବତ ସହ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅବକାରୀ ବିଭାଗ।

ସୂଚନା ଯୋଗ୍ୟ ଯେ, ଅବକାରୀ ବିଭାଗ ପକ୍ଷରୁ କେନ୍ଦୁକଟା ଗ୍ରାମ ନିକଟ ତାରିଣୀ ମନ୍ଦିର ସମ୍ମୁଖରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଅକ୍ଷୟ କୁମାର ବିଶି (୪୨) ଗ୍ରାମ ବଡ଼ିଗାଁ ଜିଲ୍ଲା ବୌଦ୍ଧ ବ୍ୟକ୍ତି ଜଣକ ରେଢ଼ାଖୋଲ ରେଳ ଷ୍ଟେସନ ଅଭିମୁଖେ ଆସୁଥିବା ବେଳେ ଅବକାରୀ ବିଭାଗ ଦେଖି ସନ୍ଦେହ ହେବାରୁ ଅଟକାଇ ଥିଲେ।

ଅଭିଯୁକ୍ତ ଅକ୍ଷୟ ପାଖରୁ ଏକ ବସ୍ତାରେ ୦୭ କେଜି ଗଞ୍ଜେଇ ଜବତ କରିବା ସହିତ ତାଙ୍କୁ ଗିରଫ କରାଯାଇଥିଲା।

ଏହି ପେଟ୍ରୋଲିଙ୍ଗରେ ଅବକାରୀ ବିଭାଗ ରେଢ଼ାଖୋଲ ଉପ ନିରୀକ୍ଷକ ବିଷ୍ଣୁ ଚରଣ ମଲ୍ଲିକ, ସହ ଉପ ନିରୀକ୍ଷକ ବିନୋଦିନୀ ବେହେରା, ଅବକାରୀ ବିଭାଗ ସିପାହୀ ଦେବ ରଞ୍ଜନ ବେହେରା ଓ ଶ୍ୟାମ ଭୋଇ ପ୍ରମୁଖ ସାମିଲ ଥିଲେ।

ଗଞ୍ଜେଇ ଜବତ ଜଣେ ଗିରଫ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର ଭୟଙ୍କର ପରିଣତି: ସ୍ତ୍ରୀ ଓ ବୋହୂଙ୍କୁ ଛୁରାମାଡ଼

July 9, 2026

ଡେୟାରୀ କ୍ଷେତ୍ରକୁ ମିଳିଲା ଡିଜିଟାଲ୍ ଗତି; ଏକାଧିକ ପୋର୍ଟାଲ ଓ ଏସଓପିର ଉଦ୍‌ଘାଟନ କଲେ କେନ୍ଦ୍ର ମନ୍ତ୍ରୀ

July 9, 2026

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି

July 9, 2026

ଆଉ ଏକ ସିରିଜ୍ ହାରିଲା ଭାରତ: ଶେଷ ODI ୧ ୱିକେଟ୍ ରେ ଜିତିଲା ଶ୍ରୀଲଙ୍କା 

July 9, 2026
Latest News

ପାରିବାରିକ କଳହର ଭୟଙ୍କର ପରିଣତି: ସ୍ତ୍ରୀ ଓ ବୋହୂଙ୍କୁ ଛୁରାମାଡ଼

July 9, 2026

ଡେୟାରୀ କ୍ଷେତ୍ରକୁ ମିଳିଲା ଡିଜିଟାଲ୍ ଗତି; ଏକାଧିକ ପୋର୍ଟାଲ ଓ ଏସଓପିର ଉଦ୍‌ଘାଟନ କଲେ କେନ୍ଦ୍ର ମନ୍ତ୍ରୀ

July 9, 2026

ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସାକ୍ଷାତ

July 9, 2026

ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ: ଯୋଗଦେଲେ ଉପରାଷ୍ଟ୍ରପତି

July 9, 2026

ଆଉ ଏକ ସିରିଜ୍ ହାରିଲା ଭାରତ: ଶେଷ ODI ୧ ୱିକେଟ୍ ରେ ଜିତିଲା ଶ୍ରୀଲଙ୍କା 

July 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.