Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୁଣି ଖୋର୍ଦ୍ଧାରୁ ଜବତ ହେଲା ୨୫ ଲକ୍ଷର ବ୍ରାଉନ ସୁଗାର: ୨ ଅଭିଯୁକ୍ତଙ୍କୁ ଗିରଫ କଲା ଟାଉନ ଥାନା ପୋଲିସ
ଅପରାଧ

ପୁଣି ଖୋର୍ଦ୍ଧାରୁ ଜବତ ହେଲା ୨୫ ଲକ୍ଷର ବ୍ରାଉନ ସୁଗାର: ୨ ଅଭିଯୁକ୍ତଙ୍କୁ ଗିରଫ କଲା ଟାଉନ ଥାନା ପୋଲିସ

May 28, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଟାଉନ ଥାନା ପୋଲିସକୁ ମିଳିଛି ଆଉ ଏକ ବଡ ସଫଳତା। ୨୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ସହ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।

ସୂଚନା ମୁତାବକ ଅରାଙ୍ଗ ଗ୍ରାମର ଅଁଳେଇ ମନ୍ଦିର ସମ୍ମୁଖରେ ଆଜି ବ୍ରାଉନ ସୁଗାର କାରବାର ଚାଲିଥିବାର ଏସପି ସିଦ୍ଧାର୍ଥ କଟାରିଆଙ୍କୁ କୌଣସି ଏକ ସୂତ୍ରରୁ ଖବର ମିଳିଥିଲା। ବିଳମ୍ବ ନକରି ଟାଉନ ଥାନା ପୋଲିସକୁ ଏସପି ଚଢାଉ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ଏବଂ ଟାଉନ ଥାନା ଇନଚାର୍ଜ ଡ଼ିଏସପି ସଞ୍ଜୟ ପଟ୍ଟନାୟକଙ୍କ ତତ୍ୱାବଧାନରେ ସ୍ୱତନ୍ତ୍ର ସ୍କ୍ୱାର୍ଡର ସହଯୋଗରେ ଏକ ଟିମ ଗଠନ କରାଯାଇ ଉକ୍ତ ସ୍ଥାନରେ ଚଢ଼ାଉ କରାଯାଇଥଲା।

ଚଢ଼ାଉ ସମୟରେ ପୋଲିସ ଉକ୍ତ ସ୍ଥାନରୁ ୨୬୦ ଗ୍ରାମ ବ୍ରାଉନ ସୁଗାର ଓ ଗୋଟେ ଟିଭିଏସ ଆପାଚି ମଟରସାଇକେଲ ଜବତ କରିବା ସହ ଅଭିଯୁକ୍ତ ପ୍ରକାଶ ନାୟକ ଏବଂ ସୁରେଶ କୁମାର ସାହୁଙ୍କୁ ଗିରଫ କରିଥିଲା। ଜବତ ବ୍ରାଉନସୁଗାର ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି।

ଗିରଫ ଅଭିଯୁକ୍ତଙ୍କ ବିରୋଧରେ ଏନଡ଼ିପିଏସ ଅଧିନିୟମ ୨୧(ଗ)/୨୯ ଅନୁଯାୟୀ ଟାଉନ ଥାନା କେଶ ନମ୍ବର ୨୪୯/୨୨ ରେ ମାମଲା ରୁଜୁ କରାଯାଇ ଆଜି କୋର୍ଟଚାଲାଣ କରାଯାଇଥିବାର ସୂଚନା ମିଳିଛି। ଉକ୍ତ ଚଢ଼ାଉରେ ଏସଆଇ ସୁକାନ୍ତ ଦଳାଇ, ପଦ୍ମଲୋଚନ ବେହେରା, ସସ୍ମିତା ବେହେରା, ଏଏସଆଇ ରାମଚନ୍ଦ୍ର ମିଶ୍ର ଏବଂ ସ୍ୱତନ୍ତ୍ର ସ୍କ୍ୱାର୍ଡ ଆଦି ସାମିଲ ଥିଲେ।

ଅଭିଯୁକ୍ତ ଗିରଫ ଟାଉନ ଥାନା ପୋଲିସ ବ୍ରାଉନ ସୁଗାର
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026

ରେଢ଼ାଖୋଲରେ ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

February 14, 2026
Latest News

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026

ରେଢ଼ାଖୋଲରେ ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

February 14, 2026

କୋଲକାତା ବିମାନବନ୍ଦରରେ ଇଣ୍ଡିଗୋ ବିମାନକୁ ବୋମା ଧମକ: ଶୌଚାଳୟରୁ ମିଳିଲା ଚିଠି

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.