Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବେଆଇନ କେନ୍ଦୁପତ୍ର ଚୋରା ଚାଲାଣ ଉପରେ ବନ ବିଭାଗର ଚଢ଼ାଉ, ପିକ ଅପ ଜବତ
ଅପରାଧ

ବେଆଇନ କେନ୍ଦୁପତ୍ର ଚୋରା ଚାଲାଣ ଉପରେ ବନ ବିଭାଗର ଚଢ଼ାଉ, ପିକ ଅପ ଜବତ

June 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ପକ୍ଷରୁ ବେଆଇନ କେନ୍ଦୁପତ୍ର ଚୋରା ଚାଲାଣ ଉପରେ ଚଢ଼ାଉ କରାଯାଇଛି। ବଡ଼ମାଳ ରେଞ୍ଜ ଅନ୍ତର୍ଗତ କୁଆଖୋଳ ଗ୍ରାମ ଅଞ୍ଚଳରେ ଓଆର୧୫ଯେ୩୬୪୧ ନମ୍ବର ବିଶିଷ୍ଟ ପିକ ଅପ ଯୋଗେ ବେଆଇନ ଭାବରେ କେନ୍ଦୁପତ୍ର ଚୋରା ଚାଲାଣ ହେଉଥିବା ବେଳେ ବନ ବିଭାଗକୁ ଖବର ମିଳି ଥିଲା। ଖବର ପାଇ ରେଢାଖୋଲ ଡିଏଫଓ ରମାକାନ୍ତ ନାଏକଙ୍କ ନିର୍ଦ୍ଦେଶ କ୍ରମେ ଏସିଏଫ ଦେବୀପ୍ରସାଦ ରାଉତଙ୍କ ନେତୃତ୍ବରେ ବଡ଼ମାଳ ରେଞ୍ଜ ଅଧିକାରୀ ପ୍ରଦୀପ କୁମାର ସେଠୀ, ଚାରମାଳ ଫରେଷ୍ଟର ପ୍ରବୀଣ କୁମାର ସାହୁ, ବଂଶାଜାଲ ଫରେଷ୍ଟର ବିଜୟ କୁମାର ବିଶ୍ବାଳ, ବଡ଼ମାଳ ଫରେଷ୍ଟର ଶ୍ରୀବତ୍ସ କିଷାନ ପ୍ରମୂଖ ସାମିଲ ହୋଇ ଏକ ସ୍ୱତନ୍ତ୍ର ଟିମ ଚଢ଼ାଉ କରିଥିଲେ। ଚଢ଼ାଉ କରି କୁଆଖୋଳ ଗ୍ରାମ ନିକଟରୁ ପିକ ଅପ ସହ ୨ ଶହ ବଣ୍ଡଲ ଅର୍ଥାତ ୯କୁଇଣ୍ଟାଲ ୧୧ କେଜି ବେଆଇନ କେନ୍ଦୁପତ୍ର ଜବତ କରିଥିଲେ। ଘଟଣା ସ୍ଥଳରୁ ଡ୍ରାଇଭର ଫେରାର ହୋଇ ଯାଇ ଥିବା ବନ ବିଭାଗ ସୂଚନା ଦେଇଛନ୍ତି।

ବନ ବିଭାଗର ଚଢ଼ାଉ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026

ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ

October 15, 2026

ରାଜନୈତିକ ଦଳ ଘୋଷଣା କଲେ ଦିବ୍ୟା ମିତ୍ତଲ: ଦେଲେ ତିନୋଟି ପ୍ରତିଶ୍ରୁତି

October 15, 2026

ରାଜ୍ୟପାଳ ହେବା ପରେ ବ୍ରଜମୋହନ ରାମଙ୍କ ଦଳୀୟ ପ୍ରେମ?: ନବୀନ ପଟ୍ଟନାୟକଙ୍କ କଡ଼ା ପ୍ରତିକ୍ରିୟା

October 15, 2026
Latest News

ରାହୁଲ ଗାନ୍ଧୀଙ୍କୁ ଭର୍ତ୍ସନା, କେନ୍ଦ୍ର ଏବଂ ପୋଲିସକୁ ନୋଟିସ: ଏସଆଇଆର ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ଶୁଣାଣି

October 15, 2026

ହିନ୍ଦୁ ମନ୍ଦିରରେ ଆକ୍ରମଣ ଷଡ଼ଯନ୍ତ୍ର ପଣ୍ଡ, ଜଣେ ଗିରଫ

October 15, 2026

ପାକିସ୍ତାନରେ ସ୍କୁଲ ଛାତ ଭୁଶୁଡ଼ି ୨୭ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ମୃତ୍ୟୁ

October 15, 2026

ଧର୍ମ ପରିବର୍ତ୍ତନ ପରେ ମିଳିବନି ଆରକ୍ଷଣ ସୁବିଧା: ସୁପ୍ରିମକୋର୍ଟ

October 15, 2026

ରାଜନୈତିକ ଦଳ ଘୋଷଣା କଲେ ଦିବ୍ୟା ମିତ୍ତଲ: ଦେଲେ ତିନୋଟି ପ୍ରତିଶ୍ରୁତି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.