Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା ସଦର ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ, ୭ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ଜବତ
ଅପରାଧ

ଖୋର୍ଦ୍ଧା ସଦର ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ, ୭ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ଜବତ

June 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଅବକାରି ବିଭାଗ ପକ୍ଷରୁ ସଦର ଥାନା ଅନ୍ତର୍ଗତ ବରପଡ଼ା ଗ୍ରାମରେ ଚଢ଼ାଉ କରାଯାଇଥିଲା। ଉକ୍ତ ସମୟରେ ବେଆଇନ ମଦ ଭାଟି ଗୁଡିକୁ ଅବକାରୀ ବିଭାଗ ପକ୍ଷରୁ ଭାଙ୍ଗି ଦିଆଯାଇଥିବା ବେଳେ ୭ ହଜାର ୨୦୦ ଲିଟର ଗୁଡ଼ ମିଶ୍ରିତ ପୋଚ ଏବଂ ୩୪୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦିଆଯାଇଛି।

ତେବେ ଜଙ୍ଗଲର ସୁଯୋଗ ନେଇ ବେପାରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଜିଲ୍ଲା ମୋବାଇଲ ଇନ୍ସପେକ୍ଟର ସସ୍ମିତା ହୋତା, ଖୋର୍ଦ୍ଧା ଅବକାରୀ ଅଧିକାରୀ ବି. ମନୋଜ କୁମାର, ଜଟଣୀ ଅବକାରୀ ଅଧିକାରୀଣି ଗୀତାଞ୍ଜଳି ବେହେରା, ବେଗୁନିଆ ଅବକାରୀ ଅଧିକାରୀ ବିରଞ୍ଚି ନାରାୟଣ ମହାନ୍ତି ଏବଂ ଅନ୍ୟାନ୍ୟ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

ଅବକାରୀ ଚଢ଼ାଉ ଖୋର୍ଦ୍ଧା ପୋଚ ଜବତ ସଦର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026
Latest News

ପିଠି ଯନ୍ତ୍ରଣାରେ ପୀଡିତ କି ? ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ

April 26, 2026

ଆଜି ଏପ୍ରିଲ ୨୬ ତାରିଖ ରବିବାର, କେମିତି ରହିବ ଆଜିର ଦିନ

April 26, 2026

ରଥଯାତ୍ରା-୨୦୨୬ ପ୍ରସ୍ତୁତି ସଂପର୍କିତ ୪ର୍ଥ ବୈଠକ ଅନୁଷ୍ଠିତ

April 25, 2026

ପୁଣି ଶାନ୍ତି ଆଲୋଚନା ବିଫଳ

April 25, 2026

ପୁଣି ମଣିପୁର ଅଶାନ୍ତ

April 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.