Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକାର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢାଉ, ତିନି ମହିଳାଙ୍କ ସମେତ ୪ ଗିରଫ
ଅପରାଧ

ଚିଲିକାର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢାଉ, ତିନି ମହିଳାଙ୍କ ସମେତ ୪ ଗିରଫ

June 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏବଂ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ବାଲୁଗାଁ ଅବକାରୀ ବିଭାଗ ୩ ମହିଳାଙ୍କ ସମେତ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ବାଣପୁର ଥାନା ଅନ୍ତର୍ଗତ ରାଣୀପଡ଼ା ଗ୍ରାମରୁ ଦୁଇ ମହିଳା, ଜଣେ ପୁରୁଷ ଏବଂ ବାଲୁଗାଁ ଥାନା ଅନ୍ତର୍ଗତ ପାଇକକୋଷଡିହ ଗ୍ରାମରୁ ଜଣେ ମହିଳା ଅଭିଯୁକ୍ତ ଗିରଫ ହୋଇଥିବା ବେଳେ ସେମାନଙ୍କ ନିକଟରୁ ୧୫୫ ଲିଟର ଦେଶୀ ମଦ ଏବଂ ୧୦.୪୦୦ ଲିଟର ବିଅର ଜବତ ହୋଇଛି।

ଏହି ପରିପ୍ରେକ୍ଷୀରେ ବାଲୁଗାଁ ଅବକାରୀ ବିଭାଗ ପିଆର ନମ୍ବର ୩୭, ୩୮, ୩୯, ୪୦/୨୨-୨୩ ରେ ଚାରି ଗୋଟି ମାମଲା ରୁଜୁ କରି ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି। ବାଲୁଗାଁ ଅବକାରୀ ଅଧିକାରିଣୀ ସୁନିତା ଦଳାଇଙ୍କ ନେତୃତ୍ୱରେ ଉକ୍ତ ଚଢ଼ାଉ ଅନୁଷ୍ଠିତ କରାଯାଇଛି।

ଗିରଫ ତିନି ମହିଳା ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ମଦ ନିଶାରେ ବାପାକୁ ଠେଙ୍ଗାରେ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

September 9, 2026

ମହିଳାଙ୍କୁ ପ୍ରତାରଣା କରି ଲକ୍ଷାଧିକ ଲୁଟ୍: ଅଭିଯୁକ୍ତ ଯୁବକ କୋର୍ଟ ଚାଲାଣ

September 9, 2026

ରେଳଷ୍ଟେସନ ପରିସରରୁ ଛୁରୀ ଦେଖାଇ ଲୁଟ୍: ଅଭିଯୁକ୍ତ କୋର୍ଟ ଚାଲାଣ

September 9, 2026

କୋଟିଏରୁ ଉର୍ଦ୍ଧ୍ୱ ଟଙ୍କା ଠକେଇ: ଅଭିଯୁକ୍ତ ଜଗନ୍ନାଥ ବାହାଳିଆକୁ ଦୀଘାରୁ ଗିରଫ

September 9, 2026
Latest News

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026

କ୍ରେଡିଟ୍ କାର୍ଡରେ ଅତ୍ୟଧିକ ଖର୍ଚ୍ଚ କରୁଛନ୍ତି କି? CIBIL ସ୍କୋର ଉପରେ ପଡ଼ିପାରେ ପ୍ରଭାବ

September 10, 2026

ମାୟାବତୀଙ୍କ ମାଷ୍ଟରଷ୍ଟ୍ରୋକ୍‌ ନା ବଡ଼ ଝଟକା? BSPରୁ ଆକାଶ ଆନନ୍ଦ ବାହାର

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.