Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦିଲ୍ଲୀର ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ କୋର୍ଟରୁ ବଡ଼ ଝଟକା: ଅର୍ଥ ହେରଫେର ମାମଲାରେ ମିଳିଲାନି ଜାମିନ
ଅପରାଧ

ଦିଲ୍ଲୀର ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ କୋର୍ଟରୁ ବଡ଼ ଝଟକା: ଅର୍ଥ ହେରଫେର ମାମଲାରେ ମିଳିଲାନି ଜାମିନ

June 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ଆପ ସରକାରର ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ କୋର୍ଟରେ ଏକ ବଡ଼ ଧରଣର ଝଟକା ମିଳିଛି। ବାସ୍ତବରେ ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ ମିଳିନାହିଁ। ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ସତ୍ୟନ୍ଦ୍ର ଜୈନ ଏବଂ ତାଙ୍କ ସହଯୋଗୀଙ୍କ ଅନେକ ସ୍ଥାନରେ ଚଢାଉ କରିଥିଲା। ଯାହା ପରେ ସେମାନଙ୍କ ବିରୋଧରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଚାଲିଛି।

ମନି ଲଣ୍ଡରିଂ ମାମଲାରେ ସତ୍ୟନ୍ଦ୍ର ଜୈନ ବର୍ତ୍ତମାନ ନ୍ୟାୟିକ ହେପାଜତରେ ଅଛନ୍ତି। ଦିଲ୍ଲୀର ସରକାରୀ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଏବଂ ତାଙ୍କ ସହଯୋଗୀଙ୍କ ଚଢାଉରେ କୋଟି କୋଟି ଟଙ୍କାର ନଗଦ ଟଙ୍କା ଏବଂ ଅଳଙ୍କାର ଉଦ୍ଧାର କରାଯାଇଥିବା ଇଡି ପକ୍ଷରୁ କୁହାଯାଇଛି। ଏନଫୋର୍ସମେଣ୍ଟ ଦାବି କରିଛି ଯେ ଚଢାଉରେ ପ୍ରକାଶ ଜୁଏଲର୍ଙ୍କ ସହ ୨.୨୩ କୋଟି ନଗଦ ଟଙ୍କା ମିଳିଥିବା ବେଳେ ଅନ୍ୟ ସହଯୋଗୀ ବୈଭବ ଜୈନଙ୍କ ସହ ୪୧.୫ ଲକ୍ଷ ନଗଦ ଟଙ୍କା ଏବଂ ୧୩୩ ଟି ସୁନା ମୁଦ୍ରା ମିଳିଛି। ଜିଏସ୍ ମଥାରୁଙ୍କ ଏଠାରୁ ୨୦ ଲକ୍ଷ ଟଙ୍କା ନଗଦ ମିଳିଥିଲା।

ଇଡି ଅନୁଯାୟୀ ଏହି ଚଢାଉରେ ଅନେକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଏବଂ ଡିଜିଟାଲ ରେକର୍ଡ ଜବତ କରାଯାଇଛି। ଏଥିସହ ମୋଟ ୨.୮୫ କୋଟି ଟଙ୍କା ଏବଂ ୧୩୩ ଟି ସୁନା ମୁଦ୍ରା ମିଳିଛି, ଯାହାର ଓଜନ ପ୍ରାୟ ୧.୮୦ କିଲୋଗ୍ରାମ, ଯାହା ବିଷୟରେ କୌଣସି ସୂଚନା ଦିଆଯାଇ ନାହିଁ।

ଅର୍ଥ ହେରଫେର ମାମଲା ଆପ ସରକାର ଦିଲ୍ଲୀ ମନି ଲଣ୍ଡରିଂ ସତ୍ୟେନ୍ଦ୍ର ଜୈନ
Share. Facebook Twitter LinkedIn Email WhatsApp Copy Link

Related Posts

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Latest News

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.