Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦୁଇ ଗଞ୍ଜେଇ ବେପାରୀଙ୍କୁ ଗିରଫ କଲା ବାଲୁଗାଁ ଆରପିଏଫ
ଅପରାଧ

ଦୁଇ ଗଞ୍ଜେଇ ବେପାରୀଙ୍କୁ ଗିରଫ କଲା ବାଲୁଗାଁ ଆରପିଏଫ

June 22, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଖଲିକୋଟ ରେଳ ଷ୍ଟେସନରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ସମେତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଖବର ମୁତାବକ ଗତକାଲି ବାଲୁଗାଁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନେତୃତ୍ୱରେ ଖଲ୍ଲିକୋଟ ରେଳ ଷ୍ଟେସନ ପରିସରରେ ବେଆଇନ ନିଶା ଜାତୀୟ ଦ୍ରବ୍ୟ କାରବାର ବିରୋଧରେ ଚଢ଼ାଉ କରାଯାଇଥିବା ବେଳେ ଉକ୍ତ ଷ୍ଟେସନର ୩ ନମ୍ବର ପ୍ଲାଟଫର୍ମରେ ଜଣେ ମହିଳା ଓ ପୁରୁଷ ଦୁଇ ଗୋଟି ବ୍ୟାଗ ସହ ସଂନ୍ଦିଗ୍ଧ ଅବସ୍ଥାରେ ବୁଲୁଥିଲେ। ଆରପିଏଫର ସନ୍ଦେହ ହେବାରୁ ସେମାନଙ୍କ ତାଲାସି ନିଆଯାଇଥିଲା।

ତାଲାସି ବେଳେ ଉଭୟ ବ୍ୟାଗରୁ ୨୭.୮୩୩ ଗ୍ରାମ ଗଞ୍ଜେଇ ଜବତ ହୋଇଥିଲା ଯାହାର ମୂଲ୍ୟ ୨ ଲକ୍ଷ ୭୮ ହଜାର ୩୩୦ ଟଙ୍କା ହେବ। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ଭଦ୍ରକ ଜିଲ୍ଲା ନନ୍ଦିଗାଁ ଅଞ୍ଚଳର ଅନନ୍ତ ଦାସ (୪୭) ଏବଂ ସୁକାନ୍ତି ଦାସ (୩୭)। ସମସ୍ତ ଆଇନଗତ ପ୍ରକ୍ରିୟା ଶେଷ ହେବା ପରେ ଆଜି ଉଭୟ ଅଭିଯୁକ୍ତ ଏବଂ ଜବତ ଗଞ୍ଜେଇ କୁ ବାଲୁଗାଁ ଆରପିଏଫ ବ୍ରହ୍ମପୁର ଜିଆରପି କୁ ହସ୍ତାନ୍ତର କରିଛି।

ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ଜିଆରପି ୨୦ (ଖ) ଏନଡ଼ିପିଏସ ଅଧିନିୟମ ଅନୁଯାୟୀ କେଶ ନମ୍ବର ୪୨/୨୨ ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ଅଭିଯୁକ୍ତ ଗିରଫ ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଗଞ୍ଜେଇ ବାଲୁଗାଁ ଆରପିଏଫ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.