Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମାଓ କ୍ୟାମ୍ପରେ ଚଢ଼ାଉ, ଏକେ୪୭ ବନ୍ଧୁକ ସହ ବିପୁଳ ପରିମାଣର ସାମଗ୍ରୀ ଜବତ
ଅପରାଧ

ମାଓ କ୍ୟାମ୍ପରେ ଚଢ଼ାଉ, ଏକେ୪୭ ବନ୍ଧୁକ ସହ ବିପୁଳ ପରିମାଣର ସାମଗ୍ରୀ ଜବତ

June 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକ ମୁଣ୍ଡା ମସ୍କା ସଂରକ୍ଷିତ ଜଙ୍ଗଲରେ ଏକ ସିପିଆଇର ମାଓ କ୍ୟାମ୍ପ ଥିବା ସୂଚନାପାଇ ଶନିବାର କଳାହାଣ୍ଡି ଏସପିଙ୍କ ତତ୍ତ୍ବାବଧାନରେ ଏସଓଜି ଏବଂ ସିଆରପିଏଫ ମିଳିତ ଚଢ଼ାଉ କରିଥିଲେ। ଉକ୍ତ ଚଢ଼ାଉରେ ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହେଇଥିବାବେଳେ ୩ଟି ବୋମାକୁ ନିଷ୍କ୍ରିୟ କରାଯାଇଥିଲା ବୋଲି ଏସପି ରବିବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ମାଓବାଦୀଙ୍କଠାରୁ ୪ଟି ଏକେ୪୭ ବନ୍ଧୁକ, ୪ଟି ଗୋଳା ବାରୁଦ, ୨ଟି ବାରୁଦ ପ୍ୟାକେଟ, ୨ଟି ଇଲେକ୍ଟ୍ରୋନିକ ଡିଟୋନେଟର, ୨ଟି ସୋଲାର ପ୍ୟାନେଲ, ୩ଟି ରେଡ଼ିଓ ଟ୍ରାନଜିଷ୍ଟର୍, ୨ଟି ମଲ୍ଟି ମିଟର, ୫ଟି ଆଇଇଡି ମେକାନିଜମ, ୧୦ମିଟର ଇଲେକ୍ଟ୍ରୋନିକ ତାର, ୫ଟି ମାଓ ଡ୍ରେସ, ୪ଟି ଡ୍ରେସ, ୫ଟି କିଟ ବ୍ୟାଗ, ୪ଟି ମାଓ ବ୍ୟାନର, ୩ଟି ମଓଆ ବେଲ୍ଟ, ୬ଟି ଚପ୍ପଳ, ୪ଟି ଜୋତା, ୧ଟି ମଶାରୀ, ୮ଟି ପଲିଥିନ ଜରି, ୩ଟି ଛୁରୀ, ୧ଟି କୁରାଢ଼ୀ, ବିଭିନ୍ନ ପ୍ରକାର ଔଷଧ, ୨ଟି ଛତା, ୬ଟି ବ୍ୟାଗ, ୪ଟି ବୋତଲ, ୧୪ଟି ପାଣି ଜାର, ୧୭ଟି ବାଲଟି ଜବତ ହେଇଛି ବୋଲି ଏସପି ସୂଚନା ଦେଇଛନ୍ତି। ଗତ କିଛିଦିନ ହେବ ଉକ୍ତ ଅଞ୍ଚଳରେ ମାଓବାଦୀଙ୍କ ସକ୍ରିୟତା ପୋଲିସର ଚିନ୍ତାର ବିଷୟ ପାଲଟିଛି।

ମାଓ କ୍ୟାମ୍ପ ମାଓ ସାମଗ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026
Latest News

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.