Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: କବାଟ ଭାଙ୍ଗି ୧୨ ସୁନା ମୁଦି ସହ ନକଦ ୩ ଲକ୍ଷ ଲୁଟି ନେଲେ ଦୁର୍ବୃତ୍ତ
ଅପରାଧ

ବାଣପୁର: କବାଟ ଭାଙ୍ଗି ୧୨ ସୁନା ମୁଦି ସହ ନକଦ ୩ ଲକ୍ଷ ଲୁଟି ନେଲେ ଦୁର୍ବୃତ୍ତ

July 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଶୋଇଥିବା ଅବସ୍ଥାରେ ଘରୁ କଳାକନା ବୁଲାଇଲେ ଦୁର୍ବୁତ୍ତ। ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଏବଂ ନକଦ ଟଙ୍କା। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏଭଳି ଏକ ଘଟଣା ଘଟିଛି।

ଅଭିଯୋଗ ମୁତାବକ ଗତକାଲି ଚିଆଁଙ୍କ ସାହି ସ୍ଥିତ ଅଜୟ କୁମାର ପଣ୍ଡାଙ୍କ ପୁତ୍ରଙ୍କ ବ୍ରତୋପନୟନ କାର୍ଯ୍ୟକ୍ରମ ଥିଲା। ତେବେ କାର୍ଯ୍ୟକ୍ରମ ସଂନ୍ଧ୍ୟାରେ ସରିଥିବା ବେଳେ ବନ୍ଦାଣ ରେ ମିଳିଥିବା ୧୨ ଗୋଟି ସୁନା ମୁଦି ଏବଂ ପାଖାପାଖି ୩ ଲକ୍ଷ ଟଙ୍କା ସମେତ ଗୋଟେ ମୋବାଇଲକୁ ଏକ ବ୍ୟାଗରେ ରଖି ଅଜୟ ଏବଂ ପରିବାରବର୍ଗ ରାତି ୧୧ ଘଟିକାରେ ଶୋଇପଡ଼ିଥିଲେ।

ତେବେ ବିଳମ୍ବିତ ରାତ୍ରିରେ କୌଣସି ଦୁର୍ବୁତ୍ତ ଅଜୟଙ୍କ ଘର ପଛପଟ ତାଲା ଭାଙ୍ଗି ଉକ୍ତ ବ୍ୟାଗର  ସମସ୍ତ ସୁନା ମୁଦି, ଟଙ୍କା ଏବଂ ମୋବାଇଲ ଲୁଟି ଫେରାର ହୋଇଯାଇଛି। ଏ ନେଇ ଅଜୟ ଜାଣିଲା ପରେ ବାଣପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି ଏବଂ ପୋଲିସ ତଦନ୍ତ ଆରମ୍ଭ କରିଦେଇଛି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Latest News

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.