Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବେଗୁନିଆରେ ଅବକାରୀ ଚଢ଼ାଉ, ଚାରି ଲକ୍ଷ ଟଙ୍କାର ଅବକାରୀ ସାମଗ୍ରୀ ନଷ୍ଟ କଲା ବିଭାଗ
ଅପରାଧ

ବେଗୁନିଆରେ ଅବକାରୀ ଚଢ଼ାଉ, ଚାରି ଲକ୍ଷ ଟଙ୍କାର ଅବକାରୀ ସାମଗ୍ରୀ ନଷ୍ଟ କଲା ବିଭାଗ

July 2, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅବକାରୀ ବିଭାଗ ବେଗୁନିଆ ଥାନା ଅନ୍ତର୍ଗତ ମଣିବନ୍ଧ ଏବଂ ଦଦରାକାନ୍ଥ ଗ୍ରାମର ତିନି ଗୋଟି ଦେଶୀ ମଦ ଭାଟି ଉପରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅବକାରୀ ବିଭାଗ ୬ ହଜାର ୮ ଶହ ଲିଟର ଗୁଡ଼ ମିଶ୍ରିତ ପୋଚ ଏବଂ ୪୧୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦେଇଛି।

ଜବତ ଜିନିଷର ଆନୁମାନିକ ମୂଲ୍ୟ ୩ ଲକ୍ଷ ୮୧ ହଜାର ହେବ ବୋଲି ଜଣାପଡିଛି। ତେବେ ଜଙ୍ଗଲର ସୁଯୋଗ ନେଇ ମଦ ବେପାରି ମାନେ ଘଟଣାସ୍ଥଳରୁ ଫେରାର ହେବାକୁ ସକ୍ଷମ ହୋଇଥିଲେ।

ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଜିଲ୍ଲା ମୋବାଇଲ ଇନ୍ସପେକ୍ଟର ସସ୍ମିତା ହୋତା, ଖୋର୍ଦ୍ଧା ଅବକାରୀ ଅଧିକାରୀ ବି. ମନୋଜ କୁମାର, ଜଟଣୀ ଅବକାରୀ ଅଧିକାରୀଣି ଗୀତାଞ୍ଜଳି ବେହେରା, ବେଗୁନିଆ ଅବକାରୀ ଅଧିକାରୀ ବିରଞ୍ଚି ନାରାୟଣ ମହାନ୍ତି ଏବଂ ଅନ୍ୟାନ୍ୟ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

ଅବକାରୀ ଚଢ଼ାଉ ବେଗୁନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026
Latest News

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.