Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ହେପାଜତରୁ ଖସିଯିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ଚଳାଇଲା ଗୁଳି: ଦୁଇ ଅଭିଯୁକ୍ତ ମୃତ
ଅପରାଧ

ହେପାଜତରୁ ଖସିଯିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ଚଳାଇଲା ଗୁଳି: ଦୁଇ ଅଭିଯୁକ୍ତ ମୃତ

July 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସିଲଚର: ହେପାଜତରୁ ଖସିଯିବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ଗୁଳିରେ ଦୁଇ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ଆସାମର କଛାର ଜିଲ୍ଲାରେ ଏଭଳି ଏକ ଘଟଣା ଘଟିଯାଇଛି। ଏନେଇ ଆଜି ଜଣେ ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। କଛାର ପୋଲିସ ଅଧୀକ୍ଷକ ରମଣଦୀପ କୌର କହିଛନ୍ତି ଯେ ଦୁଇ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ କାମରୁଲ ଇସଲାମଙ୍କ ଉପରେ ଚୋରା ଚାଲାଣ, ଅପହରଣ, ଡକାୟତି ତଥା ଗାଡି ଚୋରି ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗ ରହିଛି ଏବଂ ଏହି ଜିଲ୍ଲାର ‘ମୋଷ୍ଟ ୱାଣ୍ଟେଡ୍ ବ୍ୟକ୍ତି’ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ଏସପିଙ୍କ କହିବାନୁସାରେ, ଅମରୁଲ ହୁସେନ୍ ନାମକ ଅନ୍ୟ ଜଣେ ଅଭିଯୁକ୍ତଙ୍କ ଉପରେ ମଧ୍ୟ ଡକାୟତି ଅଭିଯୋଗ ରହିଛି।

ଉଲ୍ଲେଖନୀୟ କଥା ହେଉଛି, ମେ ୨୦୨୧ ମସିହାରେ ହିମନ୍ତ ବିଶ୍ୱ ସର୍ମା ଆସାମର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ହେପାଜତରୁ ଖସିଯିବାକୁ ଉଦ୍ୟମ କରୁଥିବା ପୋଲିସର କାର୍ଯ୍ୟାନୁଷ୍ଠାନରେ ଅତି କମରେ ୫୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩୯ ଜଣ ଆହତ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.