Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାରହା ମାଂସ, ଦେଶୀ ବନ୍ଧୁକ ସହ ଅଭିଯୁକ୍ତ ଗିରଫ
ଅପରାଧ

ବାରହା ମାଂସ, ଦେଶୀ ବନ୍ଧୁକ ସହ ଅଭିଯୁକ୍ତ ଗିରଫ

July 5, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ

କନ୍ଦର୍ପ ବେହେରା
ରେଢ଼ାଖୋଲ: ନାକଟିଦେଉଳ ରେଞ୍ଜର ଲାଣ୍ଡିମାଳ ସଂରକ୍ଷିତ ଜଙ୍ଗଲରୁ ଅବାଧରେ ଜନ୍ତୁ ଶୀକାର କରିବା ଅଭିଯୋଗରେ ବନବିଭାଗ ଜଣେ ବ୍ୟକ୍ତିଙ୍କୁ ଗିରଫ କରିବା ସହ ଆଜି କୋର୍ଟ ଚାଲାଣ କରିଥିବା ଜଣା ପଡ଼ିଛି।

ବନବିଭାଗ ସୂତ୍ରରୁ ପ୍ରକାଶ ଯେ, ନାକଟିଦେଉଳ ରେଞ୍ଜର ଜଗନ୍ନାଥପ୍ରସାଦ ଲାଣ୍ଡିମାଳ ସଂରକ୍ଷିତ ଜଙ୍ଗରଲେ ଅବାଧରେ ଜନ୍ତୁ ଶୀକାର କରୁଥିବା ବନବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। ରେଞ୍ଜର ଅଶ୍ବିନୀ କୁମାର ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଫରେଷ୍ଟର ଅନୀଲ କିସାନ୍ ଏବଂ ବନବିଭାଗର କର୍ମଚାରୀମାନେ ଲାଣ୍ଡିମାଳ ସଂରକ୍ଷିତ ଜଙ୍ଗଲରେ ଚଢଉ କରି ଜଗନ୍ନାଥ ପ୍ରସାଦ ଗ୍ରାମର ବାବୁଲା ଶବର (୪୫) କୁ ଧରିବା ସହ ଆଉ ୨ ଜଣଙ୍କୁ ମଧ୍ୟ ବନବିଭାଗ ଅଟକ ରଖିଥିଲା।

ବାବୁଲା ପାଖରୁ ବନବିଭାଗ ଅଧାକେଜି ବାରହା ମାଂସ ସହ ଏକ ଦେଶୀ ବନ୍ଧୁକ ଜବତ କରିିଥିଲା। ଅଟକ ରଖିଥିବା ୨ ଜଣ ଏହି କାମରେ ସମ୍ପୃକ୍ତି ନ ଥିବାରୁ ସେମାନଙ୍କୁ ବନବିଭାଗ ପଚରା ଉଚୁରା କରି ଛାଡ଼ି ଦେଇଥିବା ଜଣା ପଡ଼ିଛି।

ଅଭିଯୁକ୍ତ ଗିରଫ ଦେଶୀ ବନ୍ଧୁକ ବାରହା ମାଂସ
Share. Facebook Twitter LinkedIn Email WhatsApp Copy Link

Related Posts

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026
Latest News

ଆସନ୍ତା ୮ ରୁ ପୁଣିଥରେ ରତ୍ନଭଣ୍ଡାର ଅଳଙ୍କାରର ଗଣତିମଣତି

April 6, 2026

ନୂତନ ଭାବେ ଗଠିତ ଦକ୍ଷିଣ ତଟ ରେଳପଥ ଜୋନ୍‌ ସମ୍ବନ୍ଧରେ ପ୍ରକୃତ ସ୍ଥିତି

April 6, 2026

ଓଡ଼ିଶାର ଶିକ୍ଷା କ୍ଷେତ୍ରରେ ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତିକୁ କେନ୍ଦ୍ର ମନ୍ତ୍ରୀଙ୍କ ସ୍ଵାଗତ

April 6, 2026

ବଙ୍ଗୋପସାଗର ଓ ପଶ୍ଚିମ ଏସିଆର ପରିସ୍ଥିତି ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର କଡ଼ା ନଜର

April 6, 2026

ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ବିପୁଳ ପରିମାଣର ଗଞ୍ଜେଇ ସହ କାର୍ ଜବତ

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.