Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବନ ବିଭାଗର ଚଢ଼ାଉ, ରନ୍ଧା କୁଟୁରା ମାଂସ, ୨ ଦେଶୀ ବନ୍ଧୁକ ସହ ୩ ଶିକାରୀ ଗିରଫ
ଅପରାଧ

ବନ ବିଭାଗର ଚଢ଼ାଉ, ରନ୍ଧା କୁଟୁରା ମାଂସ, ୨ ଦେଶୀ ବନ୍ଧୁକ ସହ ୩ ଶିକାରୀ ଗିରଫ

July 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ବନଖଣ୍ଡ ଅଞ୍ଚଳରେ ଦିନକୁ ଦିନ ବନ୍ୟ ଜନ୍ତୁ ଶିକାର ବଢ଼ିବାରେ ଲାଗିଛି। ହେଲେ ଏହି ବେଆଇନ ବନ୍ୟ ଜନ୍ତୁ ଶିକାର ଉପରେ ବନ ବିଭାଗ ଚଢ଼ାଉ କରିଛି।

ରେଢ଼ାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅନ୍ତର୍ଗତ ବଡହିନ୍ଦୋଳ ଗ୍ରାମ ଜଙ୍ଗଲରେ ରନ୍ଧା କୁଟୁରା ମାଂସ ,୨ ଦେଶି ବନ୍ଧୁକ ସହ ୩  ଶୀକାରିଙ୍କୁ ବନ ବିଭାଗ  ଗିରଫ କରିଛି।

ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅନ୍ତର୍ଗତ ବଡହିନ୍ଦୋଳ ଗାଁ ପାଖ ଜଙ୍ଗଲରୁ  କୁଟୁରା ର ରନ୍ଧା ମାଂସ, ରୋଷେଇ ସରଞ୍ଜାମ, ଶିକାର କରିବାରେ  ବ୍ୟବହୃତ ହେଉଥିବା ବିଭିନ୍ନ ମାରଣାସ୍ତ୍ର ଏବଂ ୨ ଦେଶି ବନ୍ଧୁକ ସହ  ୩ ଶିକାରୀକୁ ଗିରଫ କରିଛି ବନବିଭାଗ।

କୌଣସି ସୁତ୍ରରୁ ଖବର ପାଇ ଫରେଷ୍ଟର ପ୍ରବିଣ  ସାହୁଙ୍କ ନେତୃତ୍ୱରେ ଏକ ଟିମ୍ ବଡ ହିନ୍ଦୋଳ ଗାଁ ପାଖ ଜଙ୍ଗଲରେ ପହଞ୍ଚି ଶିକାରୀମାନେ ବନ୍ୟଜନ୍ତୁ ଶିକାର କରି ରୋଷେଇ କରୁଥିବା ସମୟରେ  ଚଢ଼ାଉ କରିଥିଲେ। ଚଢ଼ାଉ କରି  କୁଟୁରାର ରନ୍ଧା ମାଂସ, ରୋଷେଇ ସାରଞ୍ଜାମ,  ବିଦ୍ୟୁତ୍ ତାର, ଜାଲ, ବିଭିନ୍ନ ମାରଣାସ୍ତ୍ର,  ୨ଟି ଦେଶିବନ୍ଧୁକ ସହ ୩ ଜଣ ଶିକାରୀଙ୍କୁ ଗିରଫ କରାଯାଇଛି।

ଗିରଫ ଶିକାରୀ ମାନେ ହେଲେ ସରଜୁ ପ୍ରଧାନ, କୃଷ୍ଣ ଭୋଇ ଓ ସଞ୍ଜୟ ବିଶିଙ୍କୁ ଗିରଫ କରି ଥିଲେ। ଏ ସଁ ସଂକ୍ରାନ୍ତରେ ଚାରମାଳ ରେଞ୍ଜ କେଶ୍ ନଂ ୩୦/୨୦୨୨ ରେ ଏକ ମାମଲା ରୁଜୁ କରି ଗୁରୁବାର କୋର୍ଟ ଚାଲାଣ କରାଯାଇଥିବା ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଦେଶୀ ବନ୍ଧୁକ ବନ ବିଭାଗର ଚଢ଼ାଉ ଶିକାରୀ ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026
Latest News

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.