Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ବାଘମାରୀରୁ ବ୍ରାଉନ ସୁଗାର ଜବତ, ଜଣେ ଗିରଫ
ଅପରାଧ

ଖୋର୍ଦ୍ଧା: ବାଘମାରୀରୁ ବ୍ରାଉନ ସୁଗାର ଜବତ, ଜଣେ ଗିରଫ

July 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବର୍ତ୍ତମାନ ବ୍ରାଉନ ସୁଗାର ହବ ପାଲଟିଥିବା ବେଳେ ଆଜି ବାଘମାରି ଅଞ୍ଚଳରୁ ବ୍ରାଉନ ସୁଗାର ଜବତ କରିଛି ପୋଲିସ। ସୂଚନା ମୁତାବକ ବାଘମାରି ଥାନା ପୋଡ଼ାଡିହ ମା’ ମଙ୍ଗଳା ମନ୍ଦିର ନିକଟରେ ବ୍ରାଉନ ସୁଗାର କାରବାର ଚାଲିଥିବାର କୌଣସି ବିଶେଷ ସୂତ୍ରରୁ ଏସପି ସିଦ୍ଧାର୍ଥ କାଟାରିଆ ଜାଣିବାକୁ ପାଇଥିଲେ। ସଙ୍ଗେସଙ୍ଗେ ଏସପିଙ୍କ ନିର୍ଦେଶକ୍ରମେ ଏବଂ ଏସଡିପିଓ ସୁଶୀଲ ମିଶ୍ରଙ୍କ ତତ୍ୱାବଧାନରେ ଆଇଆଇସି ପ୍ରଜ୍ଞା ରିତାମ୍ଭରା କର ସ୍ୱତନ୍ତ୍ର ସ୍କ୍ୱାର୍ଡର ସହଯୋଗରେ ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲେ।

ଚଢ଼ାଉ ବେଳେ ପୋଡ଼ାଡିହ ଗ୍ରାମର ନବକିଶୋର ସାହୁଙ୍କୁ ପୋଲିସ ଗିରଫ କରିଥିବା ବେଳେ ତାଙ୍କ ନିକଟରୁ ୬.୧୮ ଗ୍ରାମ ବ୍ରାଉନ ସୁଗାର, ଗୋଟାଏ ବାଇକ, ଦୁଇ ଗୋଟି ମୋବାଇଲ ଫୋନ ଏବଂ ନକଦ ୧୨୪୦ ଟଙ୍କା ଜବତ କରିଛି।

ଏ ସଂକ୍ରାନ୍ତରେ ବାଘମାରି ଥାନାରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ କେଶ ନମ୍ବର ୮୪/୨୨ ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବାର ଜଣାପଡିଛି।

ଉକ୍ତ ଚଢ଼ାଉରେ ଏସଆଇ ବ୍ରହ୍ମାନନ୍ଦ ସ୍ୱାଇଁ, ଏଏସଆଇ ରମାକାନ୍ତ ପୁହାଣ ଓ ସ୍ୱତନ୍ତ୍ର ସ୍କ୍ୱାର୍ଡର କର୍ମଚାରୀ ମାନେ ସାମିଲ ଥିଲେ।

ଖୋର୍ଦ୍ଧା ଜଣେ ଗିରଫ ବାଘମାରୀ ବ୍ରାଉନ ସୁଗାର ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026
Latest News

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ଫୋପାଡ଼ନ୍ତୁ ନାହିଁ ଅଣ୍ଡା ସିଝା ପାଣି : ଗଛ ପାଇଁ ଏହା ବେଷ୍ଟ ‘ଅର୍ଗାନିକ୍ ସାର’

October 4, 2026

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.