Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୩ ଦିନ ହେବ ନିଖୋଜ ଥିବା ବୃଦ୍ଧଙ୍କ ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର
ଅପରାଧ

୩ ଦିନ ହେବ ନିଖୋଜ ଥିବା ବୃଦ୍ଧଙ୍କ ଝୁଲନ୍ତା ଅବସ୍ଥାରେ ମୃତ ଦେହ ଉଦ୍ଧାର

July 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଏନଏସି ଅନ୍ତର୍ଗତ ରଥତଇଲା ଗ୍ରାମ ନିକଟ ଜଙ୍ଗଲରେ ଏକ ଅଭାବନୀୟ ଘଟଣା ଘଟିଛି। ତିନି ଦିନ ତଳେ ନିଖୋଜ ଥିବା ଜଣେ ୬୫ ବର୍ଷିୟ ବୃଦ୍ଧଙ୍କ ମୃତଦେହ ଉଦ୍ଧାର ହୋଇଛି। ରେଢ଼ାଖୋଲ ପୋଲିସ ଝୁଲନ୍ତା ଅବସ୍ଥାରେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରିଛି।

ରେଢ଼ାଖୋଲ କଲେଜ ଛକ ନିକଟ ଅଞ୍ଚଳର ଜଣେ କାଠ ବିକାଳି ବିଟା ପ୍ରଧାନ (୬୫) ପାରିବାରିକ କଳହରୁ ତିନି ଦିନ ଧରି ନିଖୋଜ ଥିଲେ। ଆଜି ରଥତଇଲା ଗାଁ ନିକଟ ଜଙ୍ଗଲରୁ ଏକ ଗଛରେ ତାଙ୍କର ମୃତ ଦେହ ଝୁଲନ୍ତା ଅବସ୍ଥାରେ ଥିବା ଦେଖି ଗାଁ ଲୋକ ପରିବାର ଲୋକଙ୍କୁ ଖବର ଦେଇଥିଲେ। ରେଢ଼ାଖୋଲ ପୋଲିସ ଘଟଣା ସ୍ଥଳକୁ ପହଞ୍ଚି ମୃତ ଦେହ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି। ହତ୍ୟା ନା ଆତ୍ମହତ୍ୟା ତଦନ୍ତ ପରେ ଜଣାପଡ଼ିବ ବୋଲି ପୋଲିସ ପ୍ରକାଶ କରିଛି।

ଆତ୍ମହତ୍ୟା ଝୁଲନ୍ତା ଅବସ୍ଥା ମୃତ ଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.