Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରଣପୁର: ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର
ଅପରାଧ

ରଣପୁର: ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

July 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୟାଗଡ/ରଣପୁର: ରଣପୁର ଥାନା ଗୋପାଳ ପୁର ପଟା ଶଙ୍ଖ ନିକଟ ଖଜୁରୀ ଖାଲ ନାଳରେ ଯୁବକଙ୍କ ଏକ ମୃତଦେହ ଉଦ୍ଧାର ହୋଇଛି। ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର ମୃତଦେହକୁ ଉଦ୍ଧାର କରାଯାଇଥିବା ବେଳେ ମୃତକଙ୍କ ପରିଚୟ ମିଳିପାରିଛି। ମୃତକ ଜଣଙ୍କ ଗୋପାଳ ପୁର ଗ୍ରାମର ରାମ ଚନ୍ଦ୍ର ମହାରଣା (୨୫ ବର୍ଷ) ବୋଲି ଜଣାପଡିଛି।

ସୂଚନା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳର କିଛି ଲୋକ ବିଲକୁ କାମ କରିବାକୁ ଯାଉଥିବା ବେଳେ ନାଳରେ ଯୁବକଙ୍କର ଶବ ମୁହଁ ମାଡି ହୋଇ ପଡିରହିଥିବା ଦେଖିବାକୁ ପାଇଥିଲେ। ଏ ନେଇ ବିଲରେ କାମ କରିବାକୁ ଯାଇଥିବା ଚାଷୀ ମାନେ ତୁରନ୍ତ ପୋଲିସ୍ କୁ ଖବର ଦେଇଥିଲେ। ତେଣୁ ସ୍ଥାନୀୟ ଅଗ୍ନିଶମ ବାହିନୀ ସହ ରଣପୁର ପୋଲିସ୍ ଘଟଣା ସ୍ଥଳରେ ପହଂଚି ଶବକୁ ଉଦ୍ଧାର କରିଥିଲେ।

ପରେ ଘଟଣା ସ୍ଥଳରେ ମୃତ ଯୁବକଙ୍କ ପରିବାର ଲୋକେ ପହଂଚି ଶବକୁ ଚିହ୍ନଟ କରିବା ପରେ ପୋଲିସ୍ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ରଣପୁର ପଠାଇ ଦେଇଛି। ଏ ନେଇ ରଣପୁର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ତେବେ ମୃତ ଯୁବକ ଜଣକ ଘରେ ନ ରହି ସଦାବେଳେ ବାହାରେ ବୁଲା ବୁଲି କରୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣା ପଡିବ ବୋଲି କୁହାଯାଉଛି।

ମୃତଦେହ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.