Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଅଭିନେତା କ୍ୟାଟ୍ରିନା କୈଫ ଏବଂ ବିକି କୌଶଳଙ୍କୁ ହତ୍ୟା ଧମକ, ମାମଲା ରୁଜୁ କଲା ପୋଲିସ
ଅପରାଧ

ଅଭିନେତା କ୍ୟାଟ୍ରିନା କୈଫ ଏବଂ ବିକି କୌଶଳଙ୍କୁ ହତ୍ୟା ଧମକ, ମାମଲା ରୁଜୁ କଲା ପୋଲିସ

July 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ ଏବଂ ତାଙ୍କ ସ୍ୱାମୀ ବିକି କୌଶଳଙ୍କୁ ହତ୍ୟା ଧମକ ଦିଆଯାଇଛି। ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କୁ ଏହି ଧମକ ଦିଆଯାଇଛି। ସାନ୍ତାକ୍ରୁଜ ପୋଲିସ ଷ୍ଟେସନରେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି ମୁମ୍ବାଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଭିକି କୌଶଳ ଏବଂ କ୍ୟାଟ୍ରିନା ୨୦୨୧ ରେ ବିବାହ କରିଥିଲେ।

ମୁମ୍ବାଇ ପୋଲିସ ସୂତ୍ରରୁ ପ୍ରକାଶ ଯେ, ଅଭିନେତା ବିକି କୌଶଳଙ୍କ ଅଭିଯୋଗ ଉପରେ ସାନ୍ତାକ୍ରୁଜ ପୋଲିସ ଷ୍ଟେସନରେ ସିଆର ନମ୍ବର ୯୧୧/୨୦୨୨ ରେ ମାମଲା ରୁଜୁ ହୋଇଛି। ଆଇପିସିର ଧାରା ୫୦୬ (୨), ୩୫୪ (ଡି) ଏବଂ ଆଇଟି ଆକ୍ଟର ଧାରା ୬୭ ଅନୁଯାୟୀ ଅଜ୍ଞାତ ଅଭିଯୁକ୍ତଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି।

ମାମଲା ରୁଜୁ ହତ୍ୟା ଧମକ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026

ଆଜମ ଖାନଙ୍କ ଜୌହର ବିଶ୍ୱବିଦ୍ୟାଳୟରେ ଚାଲିବ ବୁଲଡୋଜର: ୩୮ କୋଠା ଭାଙ୍ଗିବାକୁ ନିର୍ଦ୍ଦେଶ

July 15, 2026

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026
Latest News

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026

ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ୟାପକ ସ୍ୱତନ୍ତ୍ର ଟ୍ରେନ ସେବା ପରିଚାଳନା

July 15, 2026

ଆଜମ ଖାନଙ୍କ ଜୌହର ବିଶ୍ୱବିଦ୍ୟାଳୟରେ ଚାଲିବ ବୁଲଡୋଜର: ୩୮ କୋଠା ଭାଙ୍ଗିବାକୁ ନିର୍ଦ୍ଦେଶ

July 15, 2026

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.