Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭିନ୍ନକ୍ଷମ ବାଳିକାଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗରେ ଜଣେ ଗିରଫ
ଅପରାଧ

ଭିନ୍ନକ୍ଷମ ବାଳିକାଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗରେ ଜଣେ ଗିରଫ

July 26, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭିନ୍ନକ୍ଷମ ବାଳିକାଙ୍କୁ ଯୌନ ନିର୍ଯ୍ୟାତନା ଅଭିଯୋଗରେ ଜଣେ ଗିରଫ

ମାଲକାନଗିରି: ଆଜି ମାଲକାନଗିରି ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ଜଣେ ଭିନକ୍ଷମ ଅର୍ଥାତ ମାନସିକ ବିକୃତ ବାଳିକାକୁ ଯୌନ ନିର୍ଯ୍ୟାତନା ଦେଇଥିଲେ। ଏହି ଅଭିଯୋଗ ଆସିବା ପରେ ମାଲକାନଗିରି ପୋଲିସ 36 ଘଣ୍ଟାରେ ସେହି ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି।

ଅଭିଯୁକ୍ତ ଗିରଫ ପରେ ତାକୁ ପୋଲିସ କୋର୍ଟ ଫରୱାର୍ଡ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଚେକ୍ ବାଉନ୍ସ ମାମଲା: ପୁଣି ଜେଲକୁ ଯିବେ ରାଜପାଲ ଯାଦବ

July 10, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026

ମଦ୍ୟପ ଯୁବକର ଫାଉଡ଼ା ମାଡରେ ବୃଦ୍ଧଙ୍କ ମୃତ୍ୟୁ

July 9, 2026

ରେଳଯାତ୍ରୀଙ୍କ ଚୋରି ଅଳଙ୍କାର ଉଦ୍ଧାର: ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

July 9, 2026
Latest News

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026

ପାଲଲହଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ଭୂମିପୂଜନ ସହ ଅସ୍ଥାୟୀ କ୍ୟାମ୍ପସ ଉଦଘାଟିତ

July 10, 2026

ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ବିରୋଧ କରି ଝାରସୁଗୁଡାରେ ବିଜେଡିର ବିକ୍ଷୋଭ

July 10, 2026

ପ୍ରକାଶ ପାଇଲା ବିଏଡ, ଏମଏଡ ଏବଂ ବିଏଚଏଡ ପ୍ରବେଶିକା ପରୀକ୍ଷା ଫଳ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.