Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କୋଟିଏରୁ ଉର୍ଦ୍ଧ ଟଙ୍କାର ବ୍ରାଉନ ସୁଗାର ଜବତ କଲା ଏସଟିଏଫ, ଜଣେ ଗିରଫ
ଅପରାଧ

କୋଟିଏରୁ ଉର୍ଦ୍ଧ ଟଙ୍କାର ବ୍ରାଉନ ସୁଗାର ଜବତ କଲା ଏସଟିଏଫ, ଜଣେ ଗିରଫ

July 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ
ଜାନୁଆରୀ ୨୬ ପୂର୍ବରୁ ବଡ଼ ଆତଙ୍କବାଦୀ ଯୋଜନାର ପର୍ଦ୍ଦାଫାଶ, ୨.୫ କିଲୋଗ୍ରାମ RDX ସହିତ ୪ ଗିରଫ

ଭୁବନେଶ୍ବର: ବାଲେଶ୍ୱର ଅରଡ଼ା ବଜାର ରେଳ ଲେଭେଲ କ୍ରସିଂଙ୍ଗ ନିକଟରେ ଚଢ଼ାଉ କରି କୋଟିଏରୁ ଉର୍ଦ୍ଧ୍ଵ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ ଜଣେ ବ୍ରାଉନ ସୁଗାର ବେପାରିଙ୍କୁ ଭୁବନେଶ୍ୱର ଏସଟିଏଫ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବାଲେଶ୍ୱର ଜିଲ୍ଲାଅରଡ଼ ବଜାର ଅଞ୍ଚଳର ଶେଖ ମେଜୁ।

ତାଙ୍କ ନିକଟରୁ ଏସଟିଏଫ ୧ କେଜି ୫୦ ଗ୍ରାମ ବ୍ରାଉନ ସୁଗାର ସହ ନକଦ ୨୮ ହଜାର ୧୦୦ ଟଙ୍କା ଜବତ କରିଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ଏକ କୋଟି ପାଞ୍ଚ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି।

ଏ ସଂକ୍ରାନ୍ତରେ ଏସଟିଏଫ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ କେଶ ନମ୍ବର ୧୭/୨୨ ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ବାଲେଶ୍ୱର ସ୍ୱତନ୍ତ୍ର ଜିଲ୍ଲା ଜଜଙ୍କ ସମ୍ମୁଖରେ ହଜାର କରିଛି।

ଏସଟିଏଫ ଜଣେ ଗିରଫ ବ୍ରାଉନ ସୁଗାର ଜବତ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026
Latest News

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026

କଠିନ ଇନ୍ଧନ ପରିଚାଳିତ ରାମଜେଟ୍ ପ୍ରଯୁକ୍ତିର ସଫଳ ପରୀକ୍ଷଣ

February 4, 2026

ସହରାଞ୍ଚଳ ପରିମଳ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ତ୍ରିପାକ୍ଷିକ ବୁଝାମଣା ସ୍ବାକ୍ଷରିତ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.