Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଏନକାଉଣ୍ଟର ଜଣେ ଆତଙ୍କବାଦୀ ନିହତ, ଦୁଇ ଯବାନ ଆହତ
ଅପରାଧ

ଏନକାଉଣ୍ଟର ଜଣେ ଆତଙ୍କବାଦୀ ନିହତ, ଦୁଇ ଯବାନ ଆହତ

July 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀନଗର: ଜମ୍ମୁ କାଶ୍ମୀରର ବାରାମୁଲ୍ଲା ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ ଗୁଳିବିନିମୟ ହୋଇଛି। ଏହି ସମୟ ମଧ୍ୟରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି। ଗୁଳି ବିନିମୟରେ ଦୁଇ ଯବାନ ମଧ୍ୟ ଆହତ ହୋଇଥିବା କୁହାଯାଉଛି। ସୁରକ୍ଷା ବାହିନୀ ସମଗ୍ର ଅଞ୍ଚଳକୁ ଘେରି ରହିଛନ୍ତି। ସୂଚନା ଅନୁଯାୟୀ ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ହେଉଛି। ଦୁଇ ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ପାଇବା ପରେ ସୁରକ୍ଷା ବାହିନୀ ଏହି ଅପରେସନ୍ ଆରମ୍ଭ କରିଥିଲା।

ଏହାପୂର୍ବରୁ ବୁଧବାର ଦିନ ଜାମ୍ମୁ କାଶ୍ମୀରର କୁଲଗାମ ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ଏହି ସମୟରେ ଜଣେ ଯବାନ ଆହତ ହୋଇଥିଲେ। କୁଲଗାମ ଏନକାଉଣ୍ଟର ସମୟରେ ଆତଙ୍କବାଦୀମାନେ କୌଣସି ପ୍ରକାରେ ଖସିଯିବାରେ ସଫଳ ହୋଇଥିଲେ। ଜିଲ୍ଲାର ବାରଇହାର୍ଡ କାଠପୁରା ଅଞ୍ଚଳରେ ବହୁ ଆତଙ୍କବାଦୀଙ୍କ ଲୁଚି ରହିଥିବା ସମ୍ପର୍କରେ ସୁରକ୍ଷା ବାହିନୀ ସୂଚନା ପାଇଥିଲେ, ପରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ।

ଆତଙ୍କବାଦୀ ନିହତ ଏନକାଉଣ୍ଟର ଜମ୍ମୁ କାଶ୍ମୀର ଯବାନ ଆହତ ସୁରକ୍ଷା ବାହିନୀ
Share. Facebook Twitter LinkedIn Email WhatsApp Copy Link

Related Posts

“ସତ୍ୟକୁ କେହି ଅସ୍ୱୀକାର କରିପାରିବେ ନାହିଁ”: ଲଦାଖ ଉପରେ ଚୀନକୁ ଭାରତର କଡ଼ା ବାର୍ତ୍ତା

October 13, 2026

ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

October 13, 2026

ବିକଶିତ ଭାରତ ଲକ୍ଷ୍ୟ ହାସଲ କରିବାକୁ ହେଲେ ଦୃଢ଼ ପରିସଂଖ୍ୟାନ ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ: ଡକ୍ଟର ପି.କେ. ମିଶ୍ର

October 13, 2026

ଦଳବିରୋଧୀ କାର୍ଯ୍ୟ: ବିଜେଡିରୁ ଦୁଇ ଜିଲ୍ଲା ପରିଷଦ ସଭ୍ୟ ନିଲମ୍ବିତ

October 13, 2026
Latest News

“ସତ୍ୟକୁ କେହି ଅସ୍ୱୀକାର କରିପାରିବେ ନାହିଁ”: ଲଦାଖ ଉପରେ ଚୀନକୁ ଭାରତର କଡ଼ା ବାର୍ତ୍ତା

October 13, 2026

ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

October 13, 2026

ବିକଶିତ ଭାରତ ଲକ୍ଷ୍ୟ ହାସଲ କରିବାକୁ ହେଲେ ଦୃଢ଼ ପରିସଂଖ୍ୟାନ ବ୍ୟବସ୍ଥା ଗୁରୁତ୍ୱପୂର୍ଣ୍ଣ: ଡକ୍ଟର ପି.କେ. ମିଶ୍ର

October 13, 2026

ଦଳବିରୋଧୀ କାର୍ଯ୍ୟ: ବିଜେଡିରୁ ଦୁଇ ଜିଲ୍ଲା ପରିଷଦ ସଭ୍ୟ ନିଲମ୍ବିତ

October 13, 2026

ରାଜଧାନୀରେ ପାର୍କିଂ ସଙ୍କଟ, ବେପାର ମାନ୍ଦା

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.