Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଜଙ୍କିଆ : ପଥରରେ ଛେଚି ଯୁବକଙ୍କ ନିର୍ମମ ହତ୍ୟା
ଅପରାଧ

ଜଙ୍କିଆ : ପଥରରେ ଛେଚି ଯୁବକଙ୍କ ନିର୍ମମ ହତ୍ୟା

August 4, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଙ୍କିଆ : ପଥରରେ ଛେଚି ଯୁବକଙ୍କ ନିର୍ମମ ହତ୍ୟା

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅଞ୍ଚଳରେ ଏକ ଲୋମହର୍ଷଣକାରି ହତ୍ୟାକାଣ୍ଡ ଘଟିଛି । ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ଯୁବକ ଜଣକ ହେଲେ ଗୋଡିପଡା ଗ୍ରାମ ପଞ୍ଚାୟତ ତଳମୋଟାର ରଘୁ ମହାରଣା ।

ରଘୁ ଛାତ ଉପରେ ଶୋଇଥିବା ବେଳେ ତାଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି ଦୁର୍ବୁତ୍ତ । ହତ୍ୟାକାଣ୍ଡ ର କାରଣ ଅସ୍ପଷ୍ଟ ଥିବା ବେଳେ ବର୍ତ୍ତମାନ ଘଟଣା ସ୍ଥଳରେ ଖୋର୍ଦ୍ଧା ଏସଡିପିଓ ଏବଂ ଜଙ୍କିଆ ଆଇଆଇସି ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛନ୍ତି ।

ଜଙ୍କିଆ ଥାନା ହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.