Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଘର ଭିତରୁ ଦେଶୀ ରନ୍ଧା ମଦ ଜବତ, ଦୁଇ ଗିରଫ
ଅପରାଧ

ଘର ଭିତରୁ ଦେଶୀ ରନ୍ଧା ମଦ ଜବତ, ଦୁଇ ଗିରଫ

August 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅନ୍ତର୍ଗତ ଗରିଆଖମଣ ଗ୍ରାମରେ ଏକ ଘର ଭିତରୁ ୨୭ ଲିଟର ଦେଶୀ ରନ୍ଧା ମଦ ଅବକାରୀ ବିଭାଗ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି।

ସୂଚନା ଯୋଗ୍ୟ ଯେ,ରେଢ଼ାଖୋଲ ଗରିଆଖମଣ ଗ୍ରାମରେ ଏକ ଘରେ ଦେଶୀ ରନ୍ଧା ମଦ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲେ। ରେଢ଼ାଖୋଲ ଅବକାରୀ ବିଭାଗ ଉପ ନିରୀକ୍ଷକ ବିଷ୍ଣୁ ଚରଣ ମଲ୍ଲିକ ଙ୍କ ନେତୃତ୍ଵ ରେ ଅବକାରୀ ବିଭାଗର କର୍ମଚାରୀମାନେ ଚଢ଼ାଉ କରିଥିଲେ। ଚଢ଼ାଉ କରି ୨୭ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତ ଗରିଆଖମନ ଗ୍ରାମର ଲେଲମେଟ ପାନା (୪୫) ଓ ସୁଶିଲ ଖୁଲକା(୩୫) ଙ୍କୁ ଗିରଫ କରିଥିଲା ଅବକାରୀ ବିଭାଗ।

ଏହି ଚଢ଼ାଉ ରେ ରେଢ଼ାଖୋଲ ଅବକାରୀ ବିଭାଗର ସହ ଉପ ନିରୀକ୍ଷକ ବିନୋଦିନୀ ବେହେରା, ବିଭାଗ କର୍ମଚାରୀ ଦେବ ରଞ୍ଜନ ବେହେରା ଓ ଶ୍ୟାମ ଭୋଇ ପ୍ରମୁଖ ସାମିଲ ଥିଲେ। ଅବକାରୀ ବିଭାଗ ଏକ ମାମଲା ରୁଜୁ କରିବା ସହ ଦୁଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରିଥିବା ଜଣା ପଡ଼ିଛି।

କିସିଣ୍ଡା ଥାନା ଦୁଇ ଗିରଫ ରେଢାଖୋଲ ଉପଖଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026
Latest News

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଧୂମଧାମରେ ପାଳିତ ହେବ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ

October 1, 2026

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.