Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନିରାକାରପୁର: ଟ୍ରେନ ସମ୍ମୁଖକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା
ଅପରାଧ

ନିରାକାରପୁର: ଟ୍ରେନ ସମ୍ମୁଖକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

August 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିରାକାରପୁର: ଆଜି ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେସନ ନିକଟରେ ଟ୍ରେନରେ କଟି ଜଣେ ବ୍ୟକ୍ତିର ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି। ମୃତକ ଜଣକ ପୁରୀ ଜିଲ୍ଲା ଚନ୍ଦନପୁର ଥାନା ଗୌଡ଼କେରା ଗ୍ରାମର ଦିଲ୍ଲୀପ ପ୍ରଧାନ (୩୫ ) ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ ଆଜି ଅପରାହ୍ନରେ ନିରାକାରପୁର ରେଳ ଷ୍ଟେସନ ନିକଟରେ ଏକ ମାଲ ବୋଝେଇ ଟ୍ରେନ ସମ୍ମୁଖରେ ଦିଲ୍ଲୀପ ଡେଇଁ ଆତ୍ମହତ୍ୟା କରିଛନ୍ତି। ଖବରପାଇ ଖୋର୍ଦ୍ଧା ରୋଡ଼ ରେଳବାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତକଙ୍କ ଶବକୁ ଜବତ କରିଛି।

ମୃତ ଦିଲ୍ଲୀପଙ୍କ ନିକଟରୁ ଏକ ମୋବାଇଲ ଫୋନ, ପକେଟରୁ ୫୫୦ଟଙ୍କା, ଭୋଟ ପରିଚୟପତ୍ର ଏବଂ ପ୍ୟାନ କାର୍ଡ ଜବତ କରାଯାଇ ଥାନାରେ ୩୩/୨୨ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଜିଆରପି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡିଛି।

ଖୋର୍ଦ୍ଧା ରୋଡ ନିରାକାରପୁର ଯୁବକଙ୍କ ଆତ୍ମହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Latest News

Ambani Announcement: ଡାଟା ଭଳି ଶସ୍ତା ହେବ ଏଆଇ; ଶିକ୍ଷା ଓ ସ୍ୱାସ୍ଥ୍ୟ ପାଇଁ ଏଆଇ ପ୍ଲାଟଫର୍ମ ଶୁଭାରମ୍ଭ

February 19, 2026

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.