Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁ: ପ୍ରଧାନ ଶିକ୍ଷକଙ୍କ ଉପରେ ସାଂଘାତିକ ଅଭିଯୋଗ, ମାନସିକ ଚାପ ସହିନପାରି ବିଷପାନ କଲେ ଶିକ୍ଷୟିତ୍ରୀ
ଅପରାଧ

ବାଲୁଗାଁ: ପ୍ରଧାନ ଶିକ୍ଷକଙ୍କ ଉପରେ ସାଂଘାତିକ ଅଭିଯୋଗ, ମାନସିକ ଚାପ ସହିନପାରି ବିଷପାନ କଲେ ଶିକ୍ଷୟିତ୍ରୀ

August 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ପଞ୍ଚୁପଲ୍ଲୀ ସୋମନାଥ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନ ଶିକ୍ଷକଙ୍କ ମାନସିକ ଚାପ ସହି ନପାରି ଜଣେ ଶିକ୍ଷୟିତ୍ରୀ ବିଷ ପାନ କରିଥିବାର ଅଭିଯୋଗ ହୋଇଛି। ଶିକ୍ଷୟିତ୍ରୀ ଜଣକ ହେଉଛନ୍ତି ଇଂରାଜୀ ବିଭାଗର ସନ୍ତୋଷୀ ବେହେରା। ପ୍ରଧାନ ଶିକ୍ଷକ ବିଜୟ ପାତ୍ରଙ୍କ ମାନସିକ ଚାପ ସହି ନପାରି ଶିକ୍ଷୟିତ୍ରୀ ବିଷପାନ କରିଥିବାର ଅଭିଯୋଗ ହୋଇଛି।

https://thesamikhsya.com/odia/wp-content/uploads/2022/08/WhatsApp-Video-2022-08-16-at-6.25.45-PM.mp4

ବିଦ୍ୟାଳୟରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବାଲୁଗାଁ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ମଧ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ତେବେ ଶିକ୍ଷୟିତ୍ରୀ ଜଣକ କ’ଣ ପାଇଁ ଏପରି ଚରମ ପଦକ୍ଷେପ ନେଲେ ତାହା ସନ୍ଦେହ ଘରରେ ରହଛି। ଏ ନେଇ ଚିଲିକା ବିଇଓ ଙ୍କୁ ଯୋଗାଯୋଗ କରିବାରୁ ସେ ବର୍ତ୍ତମାନ ବିଦ୍ୟାଳୟରେ ଅଛନ୍ତି ଏବଂ ପ୍ରାଥମିକ ତଦନ୍ତରେ ଅନୁମାନ କରିଛନ୍ତି ଯେ ମାତ୍ରାଧିକ କାର୍ଯ୍ୟ ଚାପ ସମ୍ଭାଳିନପାରି ଜନୈକ ଶିକ୍ଷୟିତ୍ରୀ ଏପରି ପଦକ୍ଷେପ ନେଇଛନ୍ତି।  ତେବେ ଏ ନେଇ ଏପର୍ଯ୍ୟନ୍ତ ଥାନାରେ ଅଭିଯୋଗ ହୋଇନଥିବା ଜଣାପଡିଛି।

ନିର୍ଯ୍ୟାତନା ପ୍ରଧାନ ଶିକ୍ଷକ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଅମରନାଥ ଯାତ୍ରାରେ ଭକ୍ତଙ୍କ ଭିଡ଼: ଏପର୍ଯ୍ୟନ୍ତ ବାବା ବର୍ଫାନୀଙ୍କ ଦର୍ଶନ କଲେ ୪ ଲକ୍ଷରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ

July 27, 2026

NEET ପ୍ରତିବାଦ ସମୟରେ ବିବାଦୀୟ ପୋଷ୍ଟର: ଅଜ୍ଞାତ ମହିଳାଙ୍କ ବିରୋଧରେ ମାମଲା ରୁଜୁ

July 27, 2026

କଣ୍ଟାବାଞ୍ଜିଠାରେ ବିଶାଳ ‘ମିଶ୍ରଣ ପର୍ବ’: ବିଜେପି ରେ ଯୋଗଦେଲେ ବିଜେଡ଼ି ଏବଂ କଂଗ୍ରେସ କର୍ମୀ

July 27, 2026

ଆଜି ଜୁଲାଇ ୨୭ ତାରିଖ ସୋମବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 27, 2026
Latest News

ଅମରନାଥ ଯାତ୍ରାରେ ଭକ୍ତଙ୍କ ଭିଡ଼: ଏପର୍ଯ୍ୟନ୍ତ ବାବା ବର୍ଫାନୀଙ୍କ ଦର୍ଶନ କଲେ ୪ ଲକ୍ଷରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ

July 27, 2026

NEET ପ୍ରତିବାଦ ସମୟରେ ବିବାଦୀୟ ପୋଷ୍ଟର: ଅଜ୍ଞାତ ମହିଳାଙ୍କ ବିରୋଧରେ ମାମଲା ରୁଜୁ

July 27, 2026

କଣ୍ଟାବାଞ୍ଜିଠାରେ ବିଶାଳ ‘ମିଶ୍ରଣ ପର୍ବ’: ବିଜେପି ରେ ଯୋଗଦେଲେ ବିଜେଡ଼ି ଏବଂ କଂଗ୍ରେସ କର୍ମୀ

July 27, 2026

ଆଜି ଜୁଲାଇ ୨୭ ତାରିଖ ସୋମବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭବେଳା

July 27, 2026

ଇତିହାସ ରଚିଲେ ଓଡ଼ିଶାର ଝିଅ: ‘ଇଣ୍ଡିଆନ୍ ଆଇଡଲ୍ ୧୬’ ଜିତିଲେ ଜ୍ୟୋତିର୍ମୟୀ ନାୟକ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.