Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୁରୀର କୌଣସି ସାଧାରଣ ସ୍ଥାନରେ ମଦ ପିଉଛନ୍ତି କି? ସାବଧାନ, ଏଥର ବାନ୍ଧିବ ପୋଲିସ
ଅପରାଧ

ପୁରୀର କୌଣସି ସାଧାରଣ ସ୍ଥାନରେ ମଦ ପିଉଛନ୍ତି କି? ସାବଧାନ, ଏଥର ବାନ୍ଧିବ ପୋଲିସ

August 17, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀର କୌଣସି ସାଧାରଣ ସ୍ଥାନରେ ମଦ ପିଉଛନ୍ତି କି? ସାବଧାନ, ଏଥର ବାନ୍ଧିବ ପୋଲିସ

ପୁରୀ: ଯେଉଁମାନେ ସାଧାରଣ ଚଳପ୍ରଚଳ ସ୍ଥାନରେ ମଦ ପିଉଛନ୍ତି ସେମାନେ ଏଣିକି ସାବଧାନ ରୁହନ୍ତୁ। କାରଣ ଏହିପରି ବ୍ୟକ୍ତିଙ୍କୁ ବର୍ତ୍ତମାନ ପୋଲିସ ଖୋଜୁଛି। ସଂଧ୍ୟା ହେଲେ ଅନେକ ଲୋକ ସାଧାରଣ ସ୍ଥାନରେ ନିର୍ଭୟରେ ମଦ ପିଉଛନ୍ତି। କେବଳ ସେତିକି ନୁହେଁ ସେମାନେ ମଧ୍ୟ ସାଧାରଣ ଲୋକଙ୍କୁ ହଇରାଣ ମଧ୍ୟ କରୁଛନ୍ତି। ଯାହାକୁ ନେଇ ବିଭିନ୍ନ ସମୟରେ ଅଭିଯୋଗମାନ ହେବାରେ ଲାଗିଛି।

ଏସବୁ ଅଭିଯୋଗକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ତରଫରୁ ଏକ ଅଭିଯାନ ଆରମ୍ଭ କରାଯାଇଛି। ଯେଉଁମାନେ ସାଧାରଣ ସ୍ଥାନରେ ମଦ ପିଉଛନ୍ତି ସେମାନଙ୍କୁ ଗୋଡାଇ ଗୋଡାଇ ପୋଲିସ ଧରିବା ଆରମ୍ଭ କରିଛି। ଗତକାଲି ରାତିରେ ପୁରୀ କୁମ୍ଭାରପଡା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ପନ୍ଦର ଜଣଙ୍କୁ ଧରିଛି। ଏହି ଅଭିଯାନ ପ୍ରତିଦିନ ଚାଲିବ ବୋଲି ପୁରୀ ପୋଲିସ ନିଷ୍ପତି କରିଛି।

ପୁରୀ ପୁରୀ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026
Latest News

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.