Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ମଝି ରାସ୍ତାରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର କଲା ପୋଲିସ
ଅପରାଧ

ବାଣପୁର: ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ମଝି ରାସ୍ତାରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର କଲା ପୋଲିସ

August 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଘରେ ପଶି ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୁତ୍ତ। ଗୁରୁତର ଅବସ୍ଥାରେ ଉଦ୍ଧାର କଲା ପୋଲିସ। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି।

ଅଭିଯୋଗ ମୁତାବକ ଆଜି ସକାଳେ ନାରଣଦେଇପୁର ଗ୍ରାମର ଶ୍ୟାମ ବାରିକଙ୍କ ପତ୍ନୀ ଲୀଳାବତୀ ବାରିକଙ୍କୁ ଗ୍ରାମର କିଛି ଦୁର୍ବୁତ୍ତ ତାଙ୍କ ଘରେ ପଶି ମରଣାନ୍ତକ ଆକ୍ରମଣ କରିଥିଲେ। ଫଳରେ ଲୀଳାବତୀ ଚେତାଶୂନ୍ୟ ହୋଇ ରାସ୍ତା ମଝିରେ ପଡ଼ିରହିଥିଲେ। ସୂଚନା ପାଇ ବାଣପୁର ପୋଲିସ ଗ୍ରାମରେ ପହଞ୍ଚି ରାସ୍ତାରୁ ଲୀଳାବତୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରିଛି।

ଡାକ୍ତରଙ୍କ କହିବା ମୁତାବକ ଲୀଳାବତୀଙ୍କ ବେକ ଓ ଛାତିକୁ କେହି ଜଣେ ବଳପୂର୍ବକ ଚିପିଦେଇଛନ୍ତି। ଯାହା ଫଳରେ ଲୀଳାବତୀ କଥାବାର୍ତ୍ତା ମଧ୍ୟ କରିପାରୁନାହାନ୍ତି। ତାଙ୍କର ଉଚ୍ଚ ରକ୍ତଚାପ ମଧ୍ୟ ଅଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାବେଳେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି।

ସେପଟେ ଏପରି ଅମାନବୀୟ କାଣ୍ଡ ଘଟାଇଥିବା ଆକ୍ରମଣକାରୀଙ୍କୁ ଯଥାଶୀଘ୍ର ଗିରଫ କରାଯାଉ ବୋଲି ଲୀଳାବତୀଙ୍କ ପରିବାରବର୍ଗ ଦାବି କରିଛନ୍ତି। ତେବେ ଏହା ପୂର୍ବଶତ୍ରୁତାକୁ ନେଇ ଘଟିଥିବାର ସାଧାରଣରେ ଚର୍ଚ୍ଚା ହେଉଛି।

ଗୁରୁତର ଅବସ୍ଥା ବାଣପୁର ପୋଲିସ ମରଣାନ୍ତକ ଆକ୍ରମଣ ମୁର୍ମୁଷୁ ଅବସ୍ଥା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026
Latest News

ଆଜି ମାର୍ଚ୍ଚ ୧୦ ତାରିଖ ମଙ୍ଗଳବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

March 10, 2026

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.