Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଆରମ୍ଭ ହେଲା ଧରପଗଡ଼: ଦେଶୀ ବିଦେଶୀ ମଦ ସହ ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ବାଲୁଗାଁ ପୋଲିସ
ଅପରାଧ

ଆରମ୍ଭ ହେଲା ଧରପଗଡ଼: ଦେଶୀ ବିଦେଶୀ ମଦ ସହ ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ବାଲୁଗାଁ ପୋଲିସ

September 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ ବେପାରୀଙ୍କର ପ୍ରାଦୃଭାବ ବଢି ଚାଲିଥିବା ବେଳେ ଗାଁ ଠାରୁ ସହର ଚାରିଆଡେ ମଦ୍ୟପଙ୍କ ଦୌରାତ୍ମ ବଢ଼ିବାରେ ଲାଗିଛି। ବାଲୁଗାଁ ଥାନାରେ ନୂତନ ଥାନା ଅଧିକାରୀ ରଶ୍ମିରଞ୍ଜନ ଦାସ ଯୋଗ ଦେଲାପରେ ଚୋରା ମଦ ବେପାରୀଙ୍କ ଉପରେ ଜୋରଦାର ଧରପଗଡ଼ ଜାରି ରଖିଛି ବାଲୁଗାଁ ପୋଲିସ।

ଏହିପରିପ୍ରେକ୍ଷୀରେ ଆଜି ବାଲୁଗାଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦୁଇ ମଦ ବେପାରୀଙ୍କୁ କାବୁ କରିବା ସହିତ ସେମାନଙ୍କ ନିକଟରୁ ୧୦ ଲିଟର ଆସ୍କା ଫର୍ଟି ଏବଂ ୧୫ ଲିଟର ବିଦେଶୀ ମଦ ଜବତ କରିଛି। ଅଭିଯୁକ୍ତ ଦ୍ଵୟ ଜଗବନ୍ଧୁ ସାହୁ ଏବଂ ଦୁର୍ଗାପ୍ରସାଦ ତରାଇ ବୋଲି ଜଣାପଡିଛି।

ପୋଲିସ ଉକ୍ତ ଦୁଇଜଣଙ୍କ ବିରୁଦ୍ଧରେ କେସ ନମ୍ବର ୧୭୩ ଓ ୧୭୪/୨୦୨୨ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି। ତେବେ ଏପରି ଚଢ଼ାଉ ବାଲୁଗାଁ ଥାନା ଅଞ୍ଚଳରେ ନିରନ୍ତର ଭାବେ ଜାରି ରହିବ ବୋଲି ଆଇଆଇସି ଶ୍ରୀ ଦାସ କହିଛନ୍ତି। ଅପରପକ୍ଷେ କୌଣସି ସ୍ଥାନରେ ଯଦି ମଦ ବିକ୍ରି ଚାଲିଥାଏ ତେବେ ପୋଲିସକୁ ଜନସାଧାରଣ ଅବଗତ କରିବା ପାଇଁ ଅନୁରୋଧ କରିଛନ୍ତି ଆଇଆଇସି।

ଚୋରା ମଦ ବେପାରୀ ବାଲୁଗାଁ ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ବୋମା ଧମକ ପରେ ଜରୁରୀକାଳୀନ ଅବତରଣ କଲା ଇଣ୍ଡିଗୋ ବିମାନ

September 10, 2026

ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ବଡ଼ ଝଟକା: IRCTC ମାମଲାରେ କୋର୍ଟ ନେଲେ ବଡ଼ ନିଷ୍ପତ୍ତି

September 10, 2026

CJP ପ୍ରତିବାଦ: ସ୍ୱତନ୍ତ୍ର ଭରଦ୍ୱାଜ ମାମଲା ଉପରେ ଗମ୍ଭୀର ହେଲେ CJI 

September 10, 2026

ଅଭିଷେକ ବାନାର୍ଜୀଙ୍କ ଘରୁ ବ୍ୟକ୍ତିଗତ ସଚିବଙ୍କୁ ଗିରଫ କଲା CID 

September 10, 2026
Latest News

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.