Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନୟାଗଡ଼ରୁ ୭୨.୫ ମେଟ୍ରିକ ଟନ ଚୋରା କୋଇଲା ସହ ଗାଡ଼ି ଜବତ କଲା ଏସଟିଏଫ, ଜଣେ ଗିରଫ
ଅପରାଧ

ନୟାଗଡ଼ରୁ ୭୨.୫ ମେଟ୍ରିକ ଟନ ଚୋରା କୋଇଲା ସହ ଗାଡ଼ି ଜବତ କଲା ଏସଟିଏଫ, ଜଣେ ଗିରଫ

September 8, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଏସଟିଏଫକୁ ବଡ଼ ସଫଳତା ମିଳିଛି। ଚୋରି ହୋଇଥିବା କୋଇଲା ବୋଝେଇ ଗାଡିଗୁଡ଼ିକୁ ଉଦ୍ଧାର କରିବା ସହ ଜଣେ ବ୍ୟକ୍ତିଙ୍କୁ ଏସଟିଏଫ ଗିରଫ କରିଛି। ସୂଚନା ମୁତାବକ ନୟାଗଡ ଜିଲ୍ଲା ଫତେଗଡ଼ ଥାନା ଅନ୍ତର୍ଗତ ବନମାଳିପୁର ଗ୍ରାମରେ ବହୁ ପରିମାଣରେ ଚୋରା କୋଇଲା ଗଚ୍ଛିତ ଥିବାର ଖବର ପାଇଥିଲା ଏସଟିଏଫ। ବିଳମ୍ବ ନକରି ସମ୍ପୃକ୍ତ ସ୍ଥାନରେ ଫତେଗଡ଼ ପୋଲିସର ସହଯୋଗରେ ଏସଟିଏଫ ଚଢ଼ାଉ କରିଥିଲା।

ଚଢ଼ାଉ ବେଳେ ସମୁଦାୟ ୭୨.୫ ମେଟ୍ରିକ ଟନ ଚୋରା କୋଇଲା ଏବଂ ଦୁଇ ଗୋଟି କୋଇଲା ବୋଝେଇ ଗାଡ଼ି ଜବତ ହୋଇଥିବା ବେଳେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ ନାମକ ଅଭିଯୁକ୍ତଙ୍କୁ ଏସଟିଏଫ ଗିରଫ କରିଛି।

ଏହି ପରିପ୍ରେକ୍ଷୀରେ ଫତେଗଡ଼ ଥାନାରେ କେସ ନମ୍ବର ୧୭୩/୨୨ ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବାର ଏସଟିଏଫ ସୂଚନା ଦେଇଛି।

ଏସଟିଏଫ ଗାଡି ଜବତ ଜଣେ ଗିରଫ ନୟାଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026
Latest News

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.